Acts 28:22 — Compare Translations
7 translations compared side by side
Odia - 1840
"ଆମ୍ଭେ ତୁମ୍ଭଠାରୁ ତୁମ୍ଭ ବିଚ଼ାରଗୁଡ଼ିକ ବିଷୟ ରେ ଶୁଣିବାକୁ ଚ଼ାହୁଁଛୁ। ଆମ୍ଭେ ଜାଣୁ ଯେ ଏହି ଦଳର ନିନ୍ଦା ସବୁଠା ରେ ହେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଆପଣଙ୍କର ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଚ୍ଛା କରୁଅଛୁ, କାରଣ ଏହି ଦଳ ସମ୍ଵନ୍ଧରେ ଆମ୍ଭେମାନେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯାହାହେଉ, ଆମେ ତୁମର ମତାମତ ଶୁଣିବାକୁ ଚାହୁଁ, କାରଣ ସର୍ବତ୍ର ଲୋକମାନେ ତୁମ ଦଳ ବିରୁଦ୍ଧରେ କଥା କହୁଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭଠାରୁ ତୁମ୍ଭ ବିଗ୍ଭରଗୁଡ଼ିକ ବିଷୟରେ ଶୁଣିବାକୁ ଗ୍ଭହୁଁଛ। ଆମ୍ଭେ ଜାଣୁ ଯେ ଏହି ଦଳର ନିନ୍ଦା ସବୁଠାରେ ହେଉଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଆପଣଙ୍କ ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଚ୍ଛା କରୁଅଛୁ; କାରଣ ଏହି ଦଳ ସମ୍ବନ୍ଧରେ ଆମ୍ଭେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଆପଣଙ୍କ ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଚ୍ଛା କରୁଅଛୁ; କାରଣ ଏହି ଦଳ ସମ୍ବନ୍ଧରେ ଆମ୍ଭେମାନେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಜಿ ಅಭಿಪ್ರಾಯ್ ತುಜ್ಯಾ ತೊಂಡಾನ್ ಆಯ್ಕುಕ್ ಆಶ್ಯಾ ಕರ್ತಾಂವ್, ಕಶ್ಯಾಕ್ ಮಟ್ಲ್ಯಾರ್, ಸಗ್ಳ್ಯಾ ಕಡೆ ಲೊಕಾ ತಿಯಾ ಮಿಳುನ್ ಹೊತ್ತ್ಯಾ ಪಕ್ಷಾಕ್ ವಿರೊದ್ ಬೊಲುಲ್ಲಾತ್ ಹೆ ಆಮ್ಕಾ ಗೊತ್ತ್ ಹಾಯ್, ಮಟ್ಲ್ಯಾನಿ.