Acts 28:27 — Compare Translations

7 translations compared side by side

Odia - 1840
"ହଁ, ଏଠାରେ ଏହି ଲୋକମାନଙ୍କର ମନ କଠୋର ହୋଇ ଯାଇଛି। ଏ ଲୋକମାନଙ୍କର କାନ ଅଛି କିନ୍ତୁ ଏମାନେ ଶୁଣିପାରୁ ନାହାନ୍ତି। ଏମାନେ ସତ୍ୟ କଥା ଦେଖିବା ପାଇଁ ଆଖି ବନ୍ଦ କରି ଦେଉଛନ୍ତି। ନ ହେଲେ ହୁଏତ ସେମାନେ ସେମାନଙ୍କ ଆଖିରେ ଦେଖି ପାରନ୍ତେ, କାନରେ ଶୁଣି ପାରନ୍ତେ ଓ ବୁଝି ପାରନ୍ତେ। ଏହା ଦ୍ୱାରା, ସେମାନେ ମନ ଫେରାଇ ମୋ’ ନିକଟକୁ ଆସନ୍ତେ ଓ ମୁଁ ସେମାନଙ୍କୁ ସୁସ୍ଥ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ ।”
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଏହି ଲୋକମାନେ ସ୍ଥୁଳ ବୁଦ୍ଧି, ସେମାନେ ନିଜ ନିଜର ଆଖି କାନ ବୁଜି ଦେଇଛନ୍ତି, ତାହା ହୋଇ ନ ଥିଲେ, ସେମାନେ ଆଖି ଖୋଲି ଦେଖିପାରିଥା’ନ୍ତେ ଓ କାନ ଦେଇ ଶୁଣିପାରିଥା’ନ୍ତେ। ସେମାନଙ୍କ ମସ୍ତିଷ୍କରେ ବୁଝିବା ଶକ୍ତି ଥାଆନ୍ତା; ସେମାନେ ଈଶ୍ୱରଙ୍କୁ ଆଡ଼କୁ ଫେରି ଯାଆନ୍ତେ ଓ ମୁଁ ସେମାନଙ୍କୁ ସୁସ୍ଥ କରିଥାଆନ୍ତି’।”
Odia Bible ERV 2004 (ପବିତ୍ର ବାଇବଲ)
ହଁ, ଏଠାରେ ଏହି ଲୋକମାନଙ୍କର ମନ କଠୋର ହୋଇ ଯାଇଛି। ଏ ଲୋକମାନଙ୍କର କାନ ଅଛି କିନ୍ତୁ ଏମାନେ ଶୁଣିପାରୁ ନାହାନ୍ତି। ଏମାନେ ସତ୍ୟ କଥା ଦେଖିବା ପାଇଁ ଆଖି ବନ୍ଦ କରି ଦେଉଛନ୍ତି। ନ ହେଲେ ହୁଏତ ସେମାନେ ସେମାନଙ୍କ ଆଖିରେ ଦେଖି ପାରନ୍ତେ, କାନରେ ଶୁଣି ପାରନ୍ତେ ଓ ବୁଝି ପାରନ୍ତେ। ଏହା ଦ୍ୱାରା, ସେମାନେ ମନ ଫେରାଇ ମୋ’ ନିକଟକୁ ଆସନ୍ତେ ଓ ମୁଁ ସେମାନଙ୍କୁ ସୁସ୍ଥ କରନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ନିଜ ନିଜ ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ନିଜ ନିଜ ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಹ್ಯಾ ಲೊಕಾಂಚಿ ಮನಾ ಘಟ್ ಹೊವ್ನ್ ಗೆಲಾತ್ ಅನಿ ತೆನಿ ಆಯ್ಕಲೆ ಸೊಡುನ್ ದಿಲಾತ್, ಡೊಳೆ ಧಾಪುನ್ ಘೆಟ್ಲಾತ್, ನಾ ಹೊಲ್ಯಾರ್ ತೆಂಚ್ಯಾ ಡೊಳ್ಯಾಕ್ನಿ ದಿಸಿ ಹೊತ್ತೆ, ತೆಂಚ್ಯಾ ಕಾನಾಕ್ನಿ ಆಯ್ಕಿಹೊತ್, ತೆ ತೆಂಚಿ ಮಾನಾ ಕಳ್ವುನ್ ಘೆಯ್ ಹೊತ್ತಿ, ಅನಿ ತೆನಿ ಮಾಜ್ಯಾಕ್ಡೆ ಪರ್ತುನ್ ಯೆಯ್ ಹೊತ್ತೆ, ಮಿಯಾ ತೆಂಕಾ ಗುನ್ ಕರಿ ಹೊತ್ತೊ” ಮನುನ್ ದೆವ್ ಸಾಂಗ್ತಾ.