Acts 28:3 — Compare Translations
7 translations compared side by side
Odia - 1840
"ପାଉଲ ବିଡ଼ାଏ କାଠ ଏକତ୍ର କରି ନିଆଁ ରେ ପକାଇଲେ। ସେତବେେଳେ ନିଆଁର ଉତ୍ତାପ ହତେୁ ଗୋଟିଏ ବିଷାକ୍ତ ସାପ ବାହାରି ପାଉଲଙ୍କ ହାତକୁ କାମୁଡ଼ି ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପାଉଲ ବିଡ଼ାଏ କାଠ ଗୋଟାଇ ନିଆଁ ଉପରେ ପକାନ୍ତେ, ତାତି ହେତୁ ଗୋଟାଏ କାଳସାପ ବାହାରି ତାଙ୍କ ହାତରେ କାମୁଡ଼ି ଲାଗିରହିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ବିଡ଼ାଏ କାଠ ଉଠାଇ ନିଅାଁରେ ପକାଇବାକୁ ଯାଉଥିବାବେଳେ ସେଥିରୁ ଗୋଟିଏ ସାପ ବାହାରିଲା ଓ ଉତ୍ତାପରୁ ରକ୍ଷା ପାଇବା ପାଇଁ ତାଙ୍କ ହାତ ଉପରକୁ ଚଢ଼ି ସେଠାରେ ଲାଖି ରହିଲା।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ବିଡ଼ାଏ କାଠ ଏକତ୍ର କରି ନିଆଁରେ ପକାଇଲେ। ସେତେବେଳେ ନିଆଁର ଉତ୍ତାପ ହେତୁ ଗୋଟିଏ ବିଷାକ୍ତ ସାପ ବାହାରି ପାଉଲଙ୍କ ହାତକୁ କାମୁଡ଼ି ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପାଉଲ ବିଡ଼ାଏ କାଠ ଗୋଟାଇ ନିଆଁ ଉପରେ ପକାନ୍ତେ, ତାତି ହେତୁ ଗୋଟାଏ କାଳସର୍ପ ବାହାରି ତାହାଙ୍କ ହାତରେ କାମୁଡ଼ି ଲାଗିରହିଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପାଉଲ ବିଡ଼ାଏ କାଠ ଗୋଟାଇ ନିଆଁ ଉପରେ ପକାନ୍ତେ, ତାତି ହେତୁ ଗୋଟାଏ କାଳସାପ ବାହାରି ତାଙ୍କ ହାତରେ କାମୁଡ଼ି ଲାଗିରହିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ಎಕ್ ನಾಕ್ಡಾಂಚೆ ವಜ್ಜೆ ಕರುನ್ ತೆ ಆಗಿರ್ ಥವ್ತಾನಾ ಆಗಿಚ್ಯಾ ಝಳಾಕ್ ಎಕ್ ವಿಶಾಚೊ ಸಾಪ್ ಭಾಯ್ರ್ ಯೆವ್ನ್ ಪಾವ್ಲುಚ್ಯಾ ಹಾತಿಕ್ ಸುತ್ತ್ ಘಾಲುನ್ ಧರುನ್ ಘೆಟ್ಲೊ.