Acts 28:31 — Compare Translations

7 translations compared side by side

Odia - 1840
"ଯେତେ ଲୋକ ପାଉଲଙ୍କୁ ଦେଖିବା ପାଇଁ ଆସୁଥିଲେ, ସେ ସମସ୍ତଙ୍କୁ ସେ ସ୍ବାଗତ କଲେ ଓ ପାଉଲ ମୁକ୍ତ ଭାବରେ, ବିନା ବାଧା ରେ ପୁଣି ଅତି ସାହାସର ସହିତ ପରମେଶ୍ବରଙ୍କ ରାଜ୍ଯ ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବିଷୟ ରେ ପ୍ରଚ଼ାର କଲେ। ପୁଣି ସହେି ଶିକ୍ଷା ଦବୋରୁ କହେି ହେଲେ ତାହାଙ୍କୁ ଅଟକାଇବା ପାଇଁ ଚେ଼ଷ୍ଟା କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେତେ ଲୋକ ତାଙ୍କ ନିକଟକୁ ଆସୁଥିଲେ, ସମସ୍ତଙ୍କୁ ସେ ଗ୍ରହଣ କରି ପୂର୍ଣ୍ଣ ସାହସରେ ଓ ନିର୍ବିଘ୍ନରେ ଈଶ୍ଵରଙ୍କ ରାଜ୍ୟର କଥା ପ୍ରଚାର କରୁଥିଲେ ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ଵନ୍ଧୀୟ ବିଷୟସବୁ ଶିକ୍ଷା ଦେଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବାଧରେ ଓ ସାହସର ସହିତ ସେ ଈଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରଚାର କରି ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବିଷୟରେ ଶିକ୍ଷା ଦେଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେଲୋକ ପାଉଲଙ୍କୁ ଦେଖିବା ପାଇଁ ଆସୁଥିଲେ, ସେ ସମସ୍ତଙ୍କୁ ସେ ସ୍ୱାଗତ କଲେ ଓ ପାଉଲ ମୁକ୍ତ ଭାବରେ, ବିନା ବାଧାରେ ପୁଣି ଅତି ସାହସର ସହିତ ପରମେଶ୍ୱରଙ୍କ ରାଜ୍ୟ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ପ୍ରଗ୍ଭର କଲେ। ପୁଣି ସେହି ଶିକ୍ଷା ଦେବାରୁ କେହିହେଲେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେତେ ଲୋକ ତାହାଙ୍କ ନିକଟକୁ ଆସୁଥିଲେ, ସମସ୍ତଙ୍କୁ ସେ ଗ୍ରହଣ କରି ପୂର୍ଣ୍ଣ ସାହସରେ ଓ ନିର୍ବିଘ୍ନରେ ଈଶ୍ବରଙ୍କ ରାଜ୍ୟର କଥା ପ୍ରଚାର କରୁଥିଲେ ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ବିଷୟସବୁ ଶିକ୍ଷା ଦେଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେତେ ଲୋକ ତାହାଙ୍କ ନିକଟକୁ ଆସୁଥିଲେ, ସମସ୍ତଙ୍କୁ ସେ ଗ୍ରହଣ କରି ପୂର୍ଣ୍ଣ ସାହସରେ ଓ ନିର୍ବିଘ୍ନରେ ଈଶ୍ୱରଙ୍କ ରାଜ୍ୟରେ କଥା ପ୍ରଚାର କରୁଥିଲେ ଏବଂ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ବିଷୟସବୁ ଶିକ୍ଷା ଦେଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ರಾಜಾಚ್ಯಾ ವಿಶಯಾತ್ ಶಿಕಾಪ್ ಕರಿ, ಅನಿ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ವಿಶಯಾತ್ ಸಾಂಗಿತ್ ಹೊತ್ತೊ, ಅನಿ ತೊ ಉಲ್ಲೆಬಿ ಭಿಂಯ್‍ನಸ್ತಾನಾ ಹೆ ಕಾಮ್ ಕರಿತ್ ಹೊತ್ತೊ, ತೆಕಾ ಅಡ್ಡಿ ಕರುಕ್ ಕೊನಾಚೆನ್ಬಿ ಹೊವ್ಕ್ ನಾ.