Acts 28:4 — Compare Translations

7 translations compared side by side

Odia - 1840
"ସଠାେର ବାସିନ୍ଦାମାନେ ତାହାଙ୍କ ହାତ ରେ ସାପ ଝୁଲୁ ଥିବାର ଦେଖିଲେ। ସମାନେେ ନିଜ ନିଜ ଭିତ ରେ କୁହା କୁହି ହେଲେ, ଏ ଲୋକଟିର ନିଶ୍ଚୟ ମୃତ୍ଯୁ ହବେ। ଯଦିଓ ଏ ଲୋକ ସମୁଦ୍ରରୁ ରକ୍ଷା ପାଇଲା, କିନ୍ତୁ ନ୍ଯାୟ ଏହାକୁ ବଞ୍ଚିବା ପାଇଁ ଦଲୋ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବର୍ବରମାନେ ତାଙ୍କ ହାତରେ ସେହି ଜନ୍ତୁଟା ଝୁଲୁଥିବାର ଦେଖି ପରସ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ଥାନୀୟ ଅଧିବାସୀମାନେ ପାଉଲଙ୍କ ହାତରେ ଝୁଲୁଥିବା ସାପଟିକୁ ଦେଖି ପରସ୍ପରକୁ କୁହାକୁହି ହେଲେ, “ଏ ନିଶ୍ଚୟ ଜଣେ ନରହନ୍ତା - ଯାହାହେଉ, ସେ ସମୁଦ୍ରରୁ ରକ୍ଷା ପାଇ ଯାଇଥିଲେ ସୁଦ୍ଧା ଦଇବ ହାତରୁ ଆଉ ବଞ୍ଚିବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ସେଠାର ବାସିନ୍ଦାମାନେ ତାହାଙ୍କ ହାତରେ ସାପ ଝୁଲୁ ଥିବାର ଦେଖିଲେ। ସେମାନେ ନିଜ ନିଜ ଭିତରେ କୁହା କୁହି ହେଲେ, “ଏ ଲୋକଟିର ନିଶ୍ଚୟ ମୃତ୍ୟୁ ହେବ। ଯଦିଓ ଏ ଲୋକ ସମୁଦ୍ରରୁ ରକ୍ଷା ପାଇଲା, କିନ୍ତୁ ନ୍ୟାୟ ଏହାକୁ ବଞ୍ଚିବା ପାଇଁ ଦେଲା ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବର୍ବରମାନେ ତାହାଙ୍କ ହାତରେ ସେହି ଜନ୍ତୁଟା ଝୁଲିଥିବାର ଦେଖି ପରସ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ବର୍ବରମାନେ ତାଙ୍କ ହାତରେ ସେହି ଜନ୍ତୁଟା ଝୁଲିଥିବାର ଦେଖି ପରସ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುಚ್ಯಾ ಹಾತಿಕ್ ಸುತ್ ಧರಲ್ಯಾ ಸಾಪಾಕ್ ಬಗಲಿ ದ್ವಿಪಾತ್ಲಿ ಲೊಕಾ, ಹ್ಯೊ ಖುನ್ಕಾರಿಚ್ ಹೊವ್ಕ್ ಫಿರೆ! ಸಮುಂದರಾತ್ನಾ ಚುಕುನ್ ಯೆಲ್ಯಾರ್ ಬಿ ತೆಚ್ಯಾ ನಸಿಬಾಕ್ ತೆಕಾ ಜಿವಾನಿ ಥವ್ತಲೆ ಮನ್‍ ನಾ ಮನುನ್ ಸಾಂಗ್ಲ್ಯಾನಿ.