Acts 28:6 — Compare Translations
7 translations compared side by side
Odia - 1840
"ଲୋକେ ଆଶା କରିଥିଲେ ସେ ଫୁଲି ୟିବା ବା ତଳେ ପଡ଼ି ମରିୟିବ। କିନ୍ତୁ ବହୁତ ସମୟ ପରେ ମଧ୍ଯ ତାହାଙ୍କର କିଛି କ୍ଷତି ହବୋର ସମାନେେ ଦେଖିଲେ ନାହିଁ। ତେଣୁ ପାଉଲଙ୍କ ପ୍ରତି ସମାନଙ୍କେର ଧାରଣା ବଦଳିଗଲା। ତାହାଙ୍କୁ ପରମେଶ୍ବର ବୋଲି ଭାବିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେ ଫୁଲିଯିବେ କିମ୍ଵା ହଠାତ୍ ମରି ପଡ଼ିଯିବେ, ଏହା ସେମାନେ ଅପେକ୍ଷା କରୁଥିଲେ; ମାତ୍ର ଅନେକ ବେଳ ପର୍ଯ୍ୟନ୍ତ ଅପେକ୍ଷାରେ ରହିଲା ପରେ ତାଙ୍କ ପ୍ରତି କୌଣସି ଅନିଷ୍ଟ ନ ଘଟିବାର ଦେଖି ସେମାନେ ଆପଣା ଆପଣା ମନ ବଦଳାଇ କହିଲେ, ଏ ଜଣେ ଦେବତା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲଙ୍କ ଦେହ ଫୁଲି ଉଠିବ କିମ୍ବା ସେ ପ୍ରାଣତ୍ୟାଗ କରି ତଳେ ପଡ଼ିଯିବେ ଭାବି, ସେମାନେ କିଛି ସମୟ ଅପେକ୍ଷା କଲେ। କିନ୍ତୁ ଅନେକ ସମୟ ଅପେକ୍ଷା କରି ଯେତେବେଳେ ଦେଖିଲେ ଯେ, ପାଉଲଙ୍କର କୌଣସି ଅନିଷ୍ଟ ହୋଇନାହିଁ, ସେମାନେ ମତ ବଦଳାଇ କହିଲେ, “ଏ ଜଣେ ଦେବତା!”
Odia Bible ERV 2004 (ପବିତ୍ର ବାଇବଲ)
ଲୋକେ ଆଶା କରିଥିଲେ ସେ ଫୁଲି ଯିବ ବା ତଳେ ପଡ଼ି ମରିଯିବ। କିନ୍ତୁ ବହୁତ ସମୟ ପରେ ମଧ୍ୟ ତାହାଙ୍କର କିଛି କ୍ଷତି ହେବାର ସେମାନେ ଦେଖିଲେ ନାହିଁ। ତେଣୁ ପାଉଲଙ୍କ ପ୍ରତି ସେମାନଙ୍କର ଧାରଣା ବଦଳିଗଲା। ତାହାଙ୍କୁ ପରମେଶ୍ୱର ବୋଲି ଭାବିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେ ଫୁଲିଯିବେ କିମ୍ବା ହଠାତ୍ ମରି ପଡ଼ିଯିବେ, ଏହା ସେମାନେ ଅପେକ୍ଷା କରୁଥିଲେ; ମାତ୍ର ଅନେକ ବେଳ ପର୍ଯ୍ୟନ୍ତ ଅପେକ୍ଷାରେ ରହିଲା ପରେ ତାହାଙ୍କ ପ୍ରତି କୌଣସି ଅନିଷ୍ଟ ନ ଘଟିବାର ଦେଖି ସେମାନେ ନିଜ ନିଜ ମନ ବଳାଇ କହିଲେ, ଏ ଜଣେ ଦେବତା।
Odia IRV 2017 (ଓଡିଆ ବାଇବେଲ)
ସେ ଯେ ଫୁଲିଯିବେ କିମ୍ବା ହଠାତ୍ ମରି ପଡ଼ିଯିବେ, ଏହା ସେମାନେ ଅପେକ୍ଷା କରୁଥିଲେ; ମାତ୍ର ଅନେକ ବେଳ ପର୍ଯ୍ୟନ୍ତ ଅପେକ୍ଷାରେ ରହିଲା ପରେ ତାଙ୍କ ପ୍ରତି କୌଣସି ଅନିଷ୍ଟ ନ ଘଟିବାର ଦେଖି ସେମାନେ ନିଜ ନିଜ ମନ ବଳାଇ କହିଲେ, ଏ ଜଣେ ଦେବତା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುಚೆ ಆಂಗ್ ಸುಜುನ್ ಬಗಿತ್ ರ್ಹಾತಾನಾಚ್ ತೊ ಮರುನ್ ಪಡ್ತಾ ಮನುನ್ ತೆನಿ ಯೆವ್ಜುನ್ ಘೆಟಲ್ಯಾನಿ, ಖರೆ ತೆನಿ ಲೈ ಯೆಳಾ ಪತರ್ ಪಾವ್ಲುಕುಚ್ ಬಗ್ಲ್ಯಾರ್ಬಿ ತೆಕಾ ಕಾಯ್ಬಿ ಹೊವ್ಕ್ ನಾ, ತಸೆ ಹೊವ್ನ್ ತೆನಿ ಅಪ್ಲೆ ಯೆವ್ಜನ್ ಬದ್ಲುನ್ “ಹ್ಯೊ ಎಕ್ ದೆವ್!” ಮಟ್ಲ್ಯಾನಿ.