Acts 28:7 — Compare Translations

7 translations compared side by side

Odia - 1840
"ସହେି ଅଞ୍ଚଳ ନିକଟରେ ଦ୍ବୀପର ଜଣେ ମୁଖ୍ଯ ଲୋକଙ୍କର କେତେ ଖଣ୍ଡି ଜମି ଥିଲା। ତାହାଙ୍କର ନାମ ପୁବ୍ଲିୟ। ସେ ତାହାଙ୍କ ଘରକୁ ନଇେ ଆମ୍ଭକୁ ତିନି ଦିନ ପର୍ୟ୍ଯନ୍ତ ରଖି ଅତିଥି ସତ୍କାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସ୍ଥାନର ନିକଟରେ ପୁବ୍ଳିୟ ନାମକ ସେହି ଦ୍ଵୀପର ପ୍ରଧାନ ବ୍ୟକ୍ତିଙ୍କ ଗୃହ ଓ ଭୂମି ଥିଲା; ସେ ଆମ୍ଭମାନଙ୍କୁ ଗ୍ରହଣ କରି ତିନି ଦିନ ପର୍ଯ୍ୟନ୍ତ ସାଦରେ ଆମ୍ଭମାନଙ୍କର ଆତିଥ୍ୟସତ୍କାର କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରୁ ଅଳ୍ପ ଦୂରରେ ଦ୍ୱୀପର ପ୍ରଧାନ ରାଜକର୍ମଚାରୀ ପବ୍ଳିୟସ୍‌ଙ୍କ କ୍ଷେତ ଥିଲା। ସେ ଆମକୁ ସ୍ୱାଗତ କଲେ ଓ ଆମେ ତିନି ଦିନ ପର୍ଯ୍ୟନ୍ତ ତାଙ୍କର ଆତିଥ୍ୟ ଗ୍ରହଣ କଲୁ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଅଞ୍ଚଳ ନିକଟରେ ଦ୍ୱୀପର ଜଣେ ମୁଖ୍ୟ ଲୋକଙ୍କର କେତେ ଖଣ୍ଡି ଜମି ଥିଲା। ତାହାଙ୍କର ନାମ ପୁବ୍ଳିୟ। ସେ ତାହାଙ୍କ ଘରକୁ ନେଇ ଆମ୍ଭକୁ ତିନି ଦିନ ପର୍ଯ୍ୟନ୍ତ ରଖି ଅତିଥି ସତ୍କାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ଥାନ ନିକଟରେ ପୁବ୍ଲିୟ ନାମକ ସେହି ଦ୍ୱୀପର ପ୍ରଧାନ ବ୍ୟକ୍ତିଙ୍କ ଗୃହ ଓ ଭୂମି ଥିଲା; ସେ ଆମ୍ଭମାନଙ୍କୁ ଗ୍ରହଣ କରି ତିନି ଦିନ ପର୍ଯ୍ୟନ୍ତ ସାଦରେ ଆମ୍ଭମାନଙ୍କର ଆତିଥ୍ୟସତ୍କାର କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ଥାନ ନିକଟରେ ପୁବ୍ଲିୟ ନାମକ ସେହି ଦ୍ୱୀପର ପ୍ରଧାନ ବ୍ୟକ୍ତିଙ୍କ ଗୃହ ଓ ଭୂମି ଥିଲା; ସେ ଆମ୍ଭମାନଙ୍କୁ ଗ୍ରହଣ କରି ତିନି ଦିନ ପର୍ଯ୍ୟନ୍ତ ସାଦରେ ଆମ୍ଭମାନଙ୍କର ଆତିଥ୍ୟସତ୍କାର କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಜಾಗ್ಯಾರ್ ಅಜುಭಾಜುನ್ ಥೊಡೆ ಸೆತ್ ಹೊತ್ತೆ, ತೆ ಸಗ್ಳೆ ತ್ಯಾ ದ್ವಿಪಾತ್ಲ್ಯಾ ಪೊಪ್ಲಿಯಾ ಮನ್ತಲ್ಯಾ ಎಕ್ ಮೊಟೊ ಅಧಿಕಾರಿಕ್ ಸಮಂದ್ ಪಡಲೆ ಹೊತ್ತೆ, ತೆನಿ ಅಮ್ಕಾ ಅಪ್ಲ್ಯಾ ಘರಾಕ್ ಬಲ್ವುಲ್ಯಾನ್, ಅನಿ ಅಮ್ಕಾ ಲೈ ಕಾಳ್ಜಿ ದಾಕ್ವುಲ್ಯಾನ್ ಅಮಿ ತೆಚ್ಯಾ ಘರಾತ್ ತಿನ್ ದಿಸ್ ಹೊತ್ತಾಂವ್.