Acts 28:8 — Compare Translations

7 translations compared side by side

Odia - 1840
"ସହେି ସମୟରେ ପୁବ୍ଲିୟଙ୍କ ପିତା ଜ୍ବର ଓ ଝାଡ଼ା ରେ ଶୟ୍ଯାଶାଯୀ ଥିଲେ। ପାଉଲ ତାହାଙ୍କ ପାଖକୁ ଯାଇ ପ୍ରାର୍ଥନା କଲେ। ପ୍ରାର୍ଥନା ପରେ ସେ ତାହାଙ୍କ ଉପରେ ହାତ ରଖି ତାହାଙ୍କୁ ସୁସ୍ଥ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ପୁବ୍ଳିୟଙ୍କର ପିତା ଜ୍ଵର ଓ ଆମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାଙ୍କ ଉପରେ ହାତ ଥୋଇ ତାଙ୍କୁ ସୁସ୍ଥ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପବ୍ଳିୟସ୍‌ଙ୍କୁ ପିତା ଜ୍ୱର ଓ ଆମାଶୟ ରୋଗରେ ଶଯ୍ୟାଶାୟୀ ଥିଲେ। ପାଉଲ ତାଙ୍କ କୋଠରୀକୁ ଗଲେ, ତାଙ୍କ ପାଇଁ ପ୍ରାର୍ଥନା କରି ତାଙ୍କ ଉପରେ ହସ୍ତାର୍ପଣ କରି ତାଙ୍କୁ ସୁସ୍ଥ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ପୁବ୍ଳିୟଙ୍କ ପିତା ଜ୍ୱର ଓ ଝାଡ଼ାରେ ଶଯ୍ୟାଶାୟୀ ଥିଲେ। ପାଉଲ ତାହାଙ୍କ ପାଖକୁ ଯାଇ ପ୍ରାର୍ଥନା କଲେ। ପ୍ରାର୍ଥନା ପରେ ସେ ତାହାଙ୍କ ଉପରେ ହାତ ରଖି ତାହାଙ୍କୁ ସୁସ୍ଥ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ପୁବ୍ଲିୟଙ୍କର ପିତା ଜ୍ୱର ଓ ଆମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାହାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାହାଙ୍କ ଉପରେ ହାତ ଥୋଇ ତାହାଙ୍କୁ ସୁସ୍ଥ କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ପୁବ୍ଲିୟଙ୍କର ପିତା ଜ୍ୱର ଓ ଅମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାହାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାହାଙ୍କ ଉପରେ ହାତ ଥୋଇ ତାହାଙ୍କୁ ସୁସ୍ଥ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೊಪ್ಲಿಯಾಚ್ಯಾ ಬಾಬಾಕ್ ಲೈ ಆರಾಮ್ ನತ್ತೆ, ತೆಕಾ ತಾಪ್ ಯೆಲ್ಲೊ ಅನಿ ರಗಾತ್ ಮೈದಾನ್ ಲಾಗಲಿ, ಪಾವ್ಲುನ್ ತೆಚ್ಯಾ ಜಗ್ಗೊಳ್ ಜಾವ್ನ್ ತೆಚ್ಯಾ ಸಾಟ್ನಿ ಮಾಗ್ನಿ ಕರುನ್ ತೆಜ್ಯಾರ್ ಹಾತ್ ಥವ್ನ್ ತೆಕಾ ಗುನ್ ಕರ್‍ಲ್ಯಾನ್.