Acts 28:9 — Compare Translations
7 translations compared side by side
Odia - 1840
"ଏପରି ହବୋର ଦେଖି ଦ୍ବୀପରେ ଥିବା ଅନ୍ୟ ପୀଡ଼ିତ ଲୋକମାନେ ମଧ୍ଯ ଆସି ସୁସ୍ଥ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଘଟଣା ପରେ ସେହି ଦ୍ଵୀପରେ ଥିବା ଅବଶିଷ୍ଟ ପୀଡ଼ିତମାନେ ମଧ୍ୟ ଆସି ସୁସ୍ଥ ହେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଘଟଣା ପରେ ଦ୍ୱୀପର ରୋଗୀମାନେ ସମସ୍ତେ ପାଉଲଙ୍କ ନିକଟକୁ ଆସି ସୁସ୍ଥ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏପରି ହେବାର ଦେଖି ଦ୍ୱୀପରେ ଥିବା ଅନ୍ୟ ପୀଡ଼ିତ ଲୋକମାନେ ମଧ୍ୟ ଆସି ସୁସ୍ଥ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଘଟଣା ପରେ ସେହି ଦ୍ୱୀପରେ ଥିବା ଅବଶିଷ୍ଟ ପୀଡ଼ିତମାନେ ମଧ୍ୟ ଆସି ସୁସ୍ଥ ହେଲେ;
Odia IRV 2017 (ଓଡିଆ ବାଇବେଲ)
ଏହି ଘଟଣା ପରେ ସେହି ଦ୍ୱୀପରେ ଥିବା ଅବଶିଷ୍ଟ ପୀଡ଼ିତମାନେ ମଧ୍ୟ ଆସି ସୁସ୍ଥ ହେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಹೊಲ್ಲ್ಯಾ ಮಾನಾ ದ್ವಿಪಾತ್ಲಿ ಹುರಲ್ಲಿ ಬರೆ ನತ್ತಿ ಲೊಕಾಬಿ ಪಾವ್ಲುಕ್ಡೆ ಯೆಲಿ, ಪಾವ್ಲುನ್ ತೆಂಕಾಬಿ ಗುನ್ ಕರ್ಲ್ಯಾನ್.