Acts 3:1 — Compare Translations
7 translations compared side by side
Odia - 1840
"ଦିନେ ପିତର ଓ ଯୋହନ ଏକାଠି ମନ୍ଦିର ପରିସରକୁ ଗଲେ। ସେତବେେଳେ ଦିନ ତିନିଟା ହାଇେଥିଲା ଓ ତାହା ପ୍ରତିଦିନର ପ୍ରାର୍ଥନାର ସମୟ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିନେ ପ୍ରାର୍ଥନାର ନିର୍ଦ୍ଦିଷ୍ଟ ସମୟରେ, ଅର୍ଥାତ୍, ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ପିତର ଓ ଯୋହନ ପ୍ରାର୍ଥନା ସମୟ ଅପରାହ୍ନ ତିନିଟାବେଳେ ଉପାସନା ମନ୍ଦିରକୁ ଯାଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିତର ଛୋଟା ଲୋକକୁ ସୁସ୍ଥ କଲେ ଦିନେ ପିତର ଓ ଯୋହନ ଏକାଠି ମନ୍ଦିର ପରିସରକୁ ଗଲେ। ସେତେବେଳେ ଦିନ ତିନିଟା ହୋଇଥିଲା ଓ ତାହା ପ୍ରତିଦିନର ପ୍ରାର୍ଥନାର ସମୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ದಿಸಿ ಪೆದ್ರು ಅನಿ ಜುವಾಂವ್ ದೊಪಾರಿ ತಿನ್ ಗಂಟ್ಯಾಕ್ಡೆ ಚಲ್ತಲ್ಯಾ ತೊ ಮಾಗ್ನಿಚೊ ಎಳ್ ದೆವಾಚ್ಯಾ ಗುಡಿಕ್ಡೆ ಜಾಯ್ತ್ ಹೊತ್ತೆ.