Acts 3:10 — Compare Translations
7 translations compared side by side
Odia - 1840
"ଲୋକମାନେ ତାହାକୁ ଚ଼ିହ୍ନିପାରିଲେ ଯେ ଏ ସହେି ଲୋକ ୟିଏ କି ଉପାସନା ମନ୍ଦିରର 'ସୁନ୍ଦର ଫାଟକ' ପାଖ ରେ ବସି ଭିକ ମାଗୁଥିଲା। ସମାନେେ ତାହାର ଏହି ପରିବର୍ତ୍ତନ ଦେଖି ଆଶ୍ଚର୍ୟ୍ଯ ହାଇଗେଲେ। ଏହା କିପରି ସମ୍ଭବ ହେଲା, ତାହା ସମାନେେ ବୁଝିପାରୁ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ଵାର ନିକଟରେ ବସି ଭିକ୍ଷା କରୁଥିଲା, ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି ତାʼ ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ଵିତ ହୋଇଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାକୁ ସୁନ୍ଦର ଦ୍ୱାର ନିକଟରେ ବସିଥିବା ଭିକାରୀ ବୋଲି ଚିହ୍ନିଲେ ଓ ତାହା ପ୍ରତି ଯାହା ଘଟିଥିଲା, ସବୁ ଜାଣି ସେମାନେ ବିସ୍ମିତ ଓ ହତବୁଦ୍ଧି ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ତାହାକୁ ଚିହ୍ନି ପାରିଲେ ଯେ ଏ ସେହି ଲୋକ ଯିଏ କି ଉପାସନା ମନ୍ଦିରର ‘ସୁନ୍ଦର ଫାଟକ’ ପାଖରେ ବସି ଭିକ ମାଗୁଥିଲା। ସେମାନେ ତାହାର ଏହି ପରିବର୍ତ୍ତନ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ଏହା କିପରି ସମ୍ଭବ ହେଲା, ତାହା ସେମାନେ ବୁଝିପାରୁ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା, ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତାʼ ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ଭିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା,ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତା' ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ବିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತ್ಯಾ “ಸುಂದರ್ ದಡ್ಪ್ಯಾತ್” ಭಿಕ್ ಮಾಗಿತ್ ಹೊತ್ತೊ ಹ್ಯೊಚ್ ತೊ ಮನುನ್ ವಳಕ್ಲ್ಯಾನಿ, ಅನಿ ತೆಂಕಾ ಹೆ ಕಶೆ ಹೊಲೆ ಮನುನ್ ಅಜಾಪ್ ಹೊಲೆ.