Acts 3:11 — Compare Translations
7 translations compared side by side
Odia - 1840
"ସେ ସୁସ୍ଥ ଲୋକଟି ପିତର ଓ ଯୋହନଙ୍କ ପାଖେ ପାଖେ ରହିଲା। ତେଣୁ ସମସ୍ତେ ଆଶ୍ଚର୍ୟ୍ଯ ହାଇେ ଶଲୋମନଙ୍କ ମଣ୍ଡପ ରେ ସମାନଙ୍କେ ପାଖକୁ ଦୌଡ଼ି ଆସିଲେ। ତାହା ଦେଖି ପିତର ଲୋକମାନଙ୍କୁ କହିଲେ, ହେ ଇଶ୍ରଯଲରେ ଲୋକମାନେ, ତୁମ୍ଭମାନେେ ଏହା ଦେଖି କାହିଁକି ଆଶ୍ଚର୍ୟ୍ଯ ହେଉଅଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ତପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଲୋକଟି ପିତର ଓ ଯୋହନଙ୍କ ସଙ୍ଗେ ସଙ୍ଗେ ରହିବାର ଦେଖି ଲୋକମାନେ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପ ନିକଟକୁ ଦୌଡ଼ିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିତରଙ୍କ ଲୋକମାନଙ୍କୁ ଉପଦେଶ ସେ ସୁସ୍ଥ ଲୋକଟି ପିତର ଓ ଯୋହନଙ୍କ ପାଖେ ପାଖେ ରହିଲା। ତେଣୁ ସମସ୍ତେ ଆଶ୍ଚର୍ଯ୍ୟ ହୋଇ “ଶଲୋମନଙ୍କ ମଣ୍ଡପ”ରେ ସେମାନଙ୍କ ପାଖକୁ ଦୌଡ଼ି ଆସିଲେ। ତାହା ଦେଖି ପିତର ଲୋକମାନଙ୍କୁ କହିଲେ, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହା ଦେଖି କାହିଁକି ଆଶ୍ଚର୍ଯ୍ୟ ହେଉଅଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಸೊಟ್ಟೊ ಪೆದ್ರುಕ್ ಅನಿ ಜುವಾಂವಾಚ್ಯಾ ವಾಂಗ್ಡಾ ಜಾಯ್ತ್ ಹೊತ್ತೊ. ತೆಕಾ ಗುನ್ ಹೊಲ್ಲೆ ಬಗುನ್ ಲೊಕಾ ಸಗ್ಳಿ ಅಜಾಪ್ ಹೊಲ್ಯಾನಿ ಸೊಲೊಮನಾಚ್ಯಾ ದಾರಾಚ್ಯಾ ಜಗ್ಗೊಳ್ ಇಬೆ ಹೊತ್ತ್ಯಾ ತೆಂಚ್ಯಾಕ್ಡೆ ಸಗ್ಳಿ ಲೊಕಾ ಪಳುನ್ ಯೆಲಿ.