Acts 3:12 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ଆମ୍ଭକୁ ଏପରି କାହିଁକି ଦେଖୁଛ, ଯେପରିକି ଆମ୍ଭେ ଅମ୍ଭ ଶକ୍ତି ବା ଭକ୍ତି ବଳ ରେ ଏହି ଲୋକକୁ ଚ଼ାଲିବାକୁ ଦଲେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି? କିମ୍ଵା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ସେମାନଙ୍କୁ ଦେଖି କହିଲେ, “ହେ ଇଶ୍ରାଏଲୀୟ ଭାଇମାନେ, ତୁମେ କାହିଁକି ଏଥିରେ ଆଶ୍ଚର୍ଯ୍ୟ ହୋଇ ଆମ୍ଭମାନଙ୍କ ଆଡ଼େ ଏପରି ଚାହିଁ ରହିଛ? ତୁମ୍ଭେମାନେ କ’ଣ ଭାବୁଛ ଯେ ଆମ ନିଜ ଶକ୍ତିରେ ବା ଆମ ଈଶ୍ୱରପରାୟଣତା ହେତୁ ଆମେ ଏହି ଲୋକକୁ ଚାଲିବା ଶକ୍ତି ଦେଇଛୁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆମ୍ଭକୁ ଏପରି କାହିଁକି ଦେଖୁଛ, ଯେପରିକି ଆମ୍ଭେ ଆମ୍ଭ ଶକ୍ତି ବା ଭକ୍ତି ବଳରେ ଏହି ଲୋକକୁ ଗ୍ଭଲିବାକୁ ଦେଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಪೆದ್ರುನ್ ತ್ಯಾ ಲೊಕಾಕ್ನಿ ಬಗುನ್ ಮಾಜ್ಯಾ ಇಸ್ರಾಯೆಲಾಂಚ್ಯಾ ಲೊಕಾನು ಹೆ ಬಗುನ್ ತುಮಿ ಕಶ್ಯಾಕ್ ಅಜಾಪ್ ಹೊತ್ತ್ಯಾಶಿ? ಹೊ ಚಲುಲಾಗಲೆ ಮಾಜ್ಯಾ ತಾಕ್ತಿನ್ ಮಿಯಾ ಕರ್‍ಲಾ ಮನುನ್ ಬಗುಲ್ಯಾಸಿ ಕಾಯ್? ಅಮಿ ಬರೆ ಪಾನಾನ್ ಹೊತ್ಯಾಕ್ ಹಿ ಕಾಮಾ ಹೊವ್ಲಾತ್ ಮನುನ್ ಚಿಂತುಲ್ಲ್ಯಾಸಿ ಕಾಯ್?