Acts 3:13 — Compare Translations

7 translations compared side by side

Odia - 1840
"ନା! ଇଶ୍ବର ଏହା କରିଛନ୍ତି। ସେ ଅବ୍ରାହାମ, ୟିସ୍ହାକ ଓଯାକୁବଙ୍କ ଇଶ୍ବର ଅଟନ୍ତି। ସେ ଆମ୍ଭର ସମସ୍ତ ପୂର୍ବପୁରୁଷଙ୍କ ଇଶ୍ବର ଅଟନ୍ତି। ସେ ତାହାଙ୍କ ମହାନ ସବେକ ଯୀଶୁଙ୍କୁ ଗୌରବାନ୍ବିତ କରିଅଛନ୍ତି। ମାତ୍ର ତୁମ୍ଭମାନେେ ଯୀଶୁଙ୍କୁ ମୃତ୍ଯୁ ଭୋଗ କରିବା ନିମନ୍ତେ ସମର୍ପଣ କରି ଦେଲେ। ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ, କିନ୍ତୁ ତୁମ୍ଭମାନେେ ଯୀଶୁଙ୍କୁ ଚ଼ାହଁନାହିଁ ବୋଲି ପୀଲାତଙ୍କୁ କହିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବ୍ରହାମ, ଯିସ୍‍ହାକ ଓ ଯାକୁବଙ୍କ ଈଶ୍ଵର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ଵିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ଵୀକାର କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ପୂର୍ବ ପୁରୁଷ ଅବ୍ରହାମଙ୍କ ଈଶ୍ୱର, ଇସ୍ହାକ୍ ଓ ଯାକୁବଙ୍କର ଈଶ୍ୱର ତାଙ୍କ ସେବକ ଯୀଶୁଙ୍କୁ ଐଶ୍ୱରିକ ଗୌରବ ପ୍ରଦାନ କରିଛନ୍ତି। କିନ୍ତୁ ତୁମେ ତାଙ୍କୁ କର୍ତ୍ତୃପକ୍ଷମାନଙ୍କର ହସ୍ତରେ ସମର୍ପଣ କଲ। ଏପରି କି ପୀଲାତ ତାଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ ସୁଦ୍ଧା, ତାହାଙ୍କୁ ପୀଲାତଙ୍କ ସମ୍ମୁଖରେ ପ୍ରତ୍ୟାଖ୍ୟାନ କଲ।
Odia Bible ERV 2004 (ପବିତ୍ର ବାଇବଲ)
ନା! ଈଶ୍ୱର ଏହା କରିଛନ୍ତି। ସେ ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବଙ୍କ ଈଶ୍ୱର ଅଟନ୍ତି। ସେ ଆମ୍ଭର ସମସ୍ତ ପୂର୍ବପୁରୁଷଙ୍କ ଈଶ୍ୱର ଅଟନ୍ତି। ସେ ତାହାଙ୍କ ମହାନ ସେବକ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି। ମାତ୍ର ତୁମ୍ଭେମାନେ ଯୀଶୁଙ୍କୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିଦେଲ। ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ, କିନ୍ତୁ ତୁମ୍ଭେମାନେ ଯୀଶୁଙ୍କୁ ଗ୍ଭହଁ ନାହିଁ ବୋଲି ପୀଲାତଙ୍କୁ କହିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ବର, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।
Odia IRV 2017 (ଓଡିଆ ବାଇବେଲ)
ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ୱର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಬ್ರಾಹಾಮಾಚೊ, ಇಸಾಕಾಚೊ, ಅನಿ ಜಾಕೊಬಾಚೊ ದೆವ್ ತೊಚ್ ಅನಿ ಅಮ್ಚ್ಯಾ ಪುರ್ವಜ್ಯಾಂಚೊ ಸಗ್ಳ್ಯಾಂಚೊ ದೆವ್, ತೆನಿ ಅಪ್ಲೊ ಸೆವಕ್ ಜೆಜುಚಿ ಮಹಿಮಾ ಹೊಯ್ ಸಾರ್ಕೆ ಕರ್‍ಲಾ, ತಸೆ ಹೊಲ್ಯಾರ್ಬಿ ತುಮಿ ಜೆಜುಕ್ ಜಿವಾನಿ ಮಾರುಕ್ ಪಿಲಾತಾಕ್ಡೆ ಒಪ್ಸುನ್ ದಿಲ್ಯಾಸಿ ಪಿಲಾತಾನ್ ತೆಕಾ ಸೊಡುಚೆ ಮನುನ್ ತುಮ್ಚ್ಯಾಕ್ಡೆ ಬೊಲ್ಯಾರ್ಬಿ ತುಮಿ ತೆಕಾ ಸೊಡ್ಸುಕ್ ಅವಕಾಸ್ ದಿವ್ಕನ್ಯಾಸಿ.