Acts 3:14 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଜଣେ ପବିତ୍ର ଓ ଧାର୍ମିକ ଲୋକକୁ ଅସ୍ବୀକାର କଲ ଓ ଜଣେ ହତ୍ଯାକାରୀକୁ ତାହାଙ୍କ ବଦଳ ରେ ତୁମ୍ଭମାନଙ୍କ ପାଇଁ ମୁକ୍ତ କରିଦବୋ ପାଇଁ ଚାହିଁଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କି ଅସ୍ଵୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ, ଏହା ପ୍ରାର୍ଥନା କଲେ⇧,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଜଣେ ପବିତ୍ର ଓ ଧାର୍ମିକ ବ୍ୟକ୍ତି; କିନ୍ତୁ ତୁମ୍ଭେମାନେ ତାହାଙ୍କୁ ପ୍ରତ୍ୟାଖ୍ୟାନ କଲ ଓ ତାଙ୍କ ପରିବର୍ତ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦେଖାଇ ଗୋଟିଏ ନରହନ୍ତାକୁ ମୁକ୍ତ କରିବା ପାଇଁ ପୀଲାତଙ୍କୁ କହିଲ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଜଣେ ପବିତ୍ର ଓ ଧାର୍ମିକ ଲୋକକୁ ଅସ୍ୱୀକାର କଲ ଓ ଜଣେ ହତ୍ୟାକାରୀକୁ ତାହାଙ୍କ ବଦଳରେ ତୁମ୍ଭମାନଙ୍କ ପାଇଁ ମୁକ୍ତ କରିଦେବା ପାଇଁ ଗ୍ଭହିଁଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ, ଏହା ଆପଣ ପୀଲାତଙ୍କ ନିକଟରେ ପ୍ରାର୍ଥନା କଲେ,
Odia IRV 2017 (ଓଡିଆ ବାଇବେଲ)
ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ,ଏହା ପ୍ରାର୍ଥନା କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ನಿತಿವಂತ್ ಬರೊ, ಅನಿ ಪವಿತ್ರ್ ಹೊವ್ನ್ ಹೊತ್ತೊ, ಜಾಲಾರ್ಬಿ ತುಮಿ ತೆಕಾ ತಿರಸ್ಕಾರ್ ಕರುನ್ ಜೆಜುಚ್ಯಾ ಬದ್ಲಾಕ್ ಖುನಿಗಾರ್ ಬರಬ್ಬಾಕ್ ಸೊಡುಚೆ ಮನುನ್ ಪಿಲಾತಾಕ್ಡೆ ಮಾಗುನ್ ಘೆಟ್ಲ್ಯಾಶಿ.