Acts 3:15 — Compare Translations
7 translations compared side by side
Odia - 1840
"ଜୀବନ ଦାନ କରିଥିବା ବ୍ଯକ୍ତିକୁ ତୁମ୍ଭମାନେେ ହତ୍ଯା କଲ, ମାତ୍ର ଇଶ୍ବର ତାହାଙ୍କୁ ମୃତ୍ଯୁରୁ ଉଠାଇଲେ। ଆମ୍ଭେ ସମସ୍ତେ ଏହାର ସାକ୍ଷୀ, ଆମ୍ଭମାନେେ ବି ଏହା ନିଜ ଆଖି ରେ ଦେଖିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ, ତାହାଙ୍କୁ ଈଶ୍ଵର ମୃତମାନଙ୍କ ମଧ୍ୟରୁ ଉଠାଇ ଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ଜୀବନର ପଥପ୍ରଦର୍ଶକ, ତୁମେ ତାଙ୍କୁ ବଧ କଲ; କିନ୍ତୁ ଈଶ୍ୱର ତାଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। ଆମେ ଏହାର ସାକ୍ଷୀ।
Odia Bible ERV 2004 (ପବିତ୍ର ବାଇବଲ)
ଜୀବନ ଦାନ କରିଥିବା ବ୍ୟକ୍ତିକୁ ତୁମ୍ଭେମାନେ ହତ୍ୟା କଲ, ମାତ୍ର ଈଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଲେ। ଆମ୍ଭେ ସମସ୍ତେ ଏହାର ସାକ୍ଷୀ, ଆମ୍ଭେମାନେ ବି ଏହା ନିଜ ଆଖିରେ ଦେଖିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಕರುನ್ ತುಮಿ ಜಿವ್ ದಿತಲ್ಯಾಕುಚ್ ಜಿವಾನಿ ಮಾರುನ್ ಟಾಕ್ಲ್ಯಾಶಿ ಖರೆ ದೆವಾನ್ ತೆಕಾ ಮರ್ನ್ನಾತ್ನಾ ಝಿತ್ತೊ ಕರುನ್ ಉಟ್ವುಲ್ಯಾನ್ ಹೆ ಸಗ್ಳ್ಯೆ ಅಮಿ ಡೊಳ್ಳ್ಯಾನಿ ಬಗಟ್ಲಾತ್. ಹೆಕಾ ತುಮಿ ಸಗ್ಳೆ ಸಾಕ್ಷಿ ಹೊವ್ನ್ ಹಾಸಿ.