Acts 3:17 — Compare Translations
7 translations compared side by side
Odia - 1840
"ଭାଇମାନେ, ମୁଁ ଜାଣେ ଯେ, ତୁମ୍ଭମାନେେ ମଧ୍ଯ କ'ଣ କରୁଛ, ତାହା ନବୁଝି ଯୀଶୁଙ୍କ ପ୍ରତି ଏପରି କଲ। ତୁମ୍ଭମାନଙ୍କର ନେତାମାନେ ମଧ୍ଯ କ'ଣ କରୁଅଛନ୍ତି, ତାହା ବୁଝିପାରି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତେଣୁ ଭାଇମାନେ, ତୁମ୍ଭେମାନେ ଓ ତୁମ ନେତୃବର୍ଗ ଯୀଶୁଙ୍କ ପ୍ରତି ଯାହା କର, ତାହା ଅଜ୍ଞତାବଶତଃ କରିଛ - ଏହା ମୁଁ ଜାଣେ।
Odia Bible ERV 2004 (ପବିତ୍ର ବାଇବଲ)
“ଭାଇମାନେ, ମୁଁ ଜାଣେ ଯେ, ତୁମ୍ଭେମାନେ ମଧ୍ୟ କ’ଣ କରୁଛ, ତାହା ନ ବୁଝି ଯୀଶୁଙ୍କ ପ୍ରତି ଏପରି କଲ। ତୁମ୍ଭମାନଙ୍କର ନେତାମାନେ ମଧ୍ୟ କ’ଣ କରୁଅଛନ୍ତି, ତାହା ବୁଝିପାରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಾಜ್ಯಾ ಭಾವಾನೊ ಅನಿ ಭೆನಿಯಾನೊ, ತುಮ್ಕಾ ಕಳಿಸ್ತಾನಾ ಅಶೆ ಕರ್ಲ್ಯಾಸಿ ಮನ್ತಲೆ ಮಾಕಾ ಗೊತ್ತ್ ಹಾಯ್, ತುಮ್ಚ್ಯಾ ಮೊಟ್ಯಾ ಮಾನ್ಸಾನಿಬಿ ಜೆಜುಕ್ ತಿರಸ್ಕಾರ್ ಕರ್ಲ್ಯಾನಿ.