Acts 3:18 — Compare Translations

7 translations compared side by side

Odia - 1840
"ଇଶ୍ବର ଖ୍ରୀଷ୍ଟଙ୍କର ଦୁଃଖ ଭୋଗିବା ବିଷୟ ରେ ପୂର୍ବରୁ ସବୁ କଥା ଭାବବାଦୀମାନଙ୍କ ମୁଖଦ୍ବାରା କହି ସାରିଥିଲେ। ବର୍ତ୍ତମାନ ପରମେଶ୍ବର ଏ ସବୁ ଘଟଣା ଘଟାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଈଶ୍ଵର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ଵାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହିପ୍ରକାରେ ସଫଳ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ବହୁପୂର୍ବେ ସମସ୍ତ ଭାବବାଦୀମାନଙ୍କୁ ମୁଖରେ ଈଶ୍ୱର ଘୋଷଣା କରିଥିଲେ ଯେ, ମସୀହଙ୍କୁ ଦୁଃଖଭୋଗ କରିବାକୁ ହେବ। ଏହିପରି ଭାବର ବର୍ତ୍ତମାନ ତାହା ସଫଳ ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
ଈଶ୍ୱର ଖ୍ରୀଷ୍ଟଙ୍କର ଦୁଃଖ ଭୋଗିବା ବିଷୟରେ ପୂର୍ବରୁ ସବୁ କଥା ଭାବବାଦୀମାନଙ୍କ ମୁଖଦ୍ୱାରା କହି ସାରିଥିଲେ। ବର୍ତ୍ତମାନ ପରମେଶ୍ୱର ଏ ସବୁ ଘଟଣା ଘଟାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଈଶ୍ବର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଈଶ୍ୱର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହି ସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಲೈ ಎಳಾಚ್ಯಾ ಅದ್ದಿಚ್ ಅಪ್ಲ್ಯಾ ಪ್ರವಾದ್ಯಾಂಚ್ಯಾ ಕ್ರಿಸ್ತಾನ್ ಕಸ್ಟ್ ಸೊಸುಕ್ ಪಾಜೆ ಮನುನ್ ಸಾಂಗಟಲ್ಲ್ಯಾನ್ ತೆ ಅಶೆ ಪುರಾ ಹೊಲೆ.