Acts 3:19 — Compare Translations

7 translations compared side by side

Odia - 1840
"ଏଥିପାଇଁ ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କରି ପରମେଶ୍ବରଙ୍କ ପାଖକୁ ଫରେିଆସ, ତବେେ ସେ ତୁମ୍ଭମାନଙ୍କର ପାପସବୁ କ୍ଷମା କରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯେପରି ଆପଣମାନଙ୍କର ପାପ-ମୋଚନ ହୋଇପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରିଆସନ୍ତୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ ଅନୁତାପ କରି ଈଶ୍ୱରଙ୍କ ଆଡ଼କୁ ଫେରି ଆସ। ତେବେ ସେ ତୁମର ପାପ କ୍ଷମା କରିବେ ଓ
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କରି ପରମେଶ୍ୱରଙ୍କ ପାଖକୁ ଫେରି ଆସ, ତେବେ ସେ ତୁମ୍ଭମାନଙ୍କର ପାପସବୁ କ୍ଷମା କରିଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ,
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ತುಮಿ ಪಾಪಾಕ್ನಾ ಮನ್ ಪರ್ತುನ್ ಘೆವ್ನ್ ದೆವಾಚ್ಯಾ ಜಗ್ಗೊಳ್ ಯೆವಾ, ತನ್ನಾ ತೊ ತುಮ್ಚ್ಯಾ ಪಾಪಾಕ್ನಿ ಮಾಪ್ ಕರ್‍ತಾ.