Acts 3:2 — Compare Translations
7 translations compared side by side
Odia - 1840
"ସମାନେେ ଉପାସନା ମନ୍ଦିର ପରିସର ମଧିଅରେ ଯାଉଥିବା ସମୟରେ ଜଣେ ଲୋକ ସଠାେରେ ଥିଲା। ସେ ଜନ୍ମରୁ ପଙ୍ଗୁ ହାଇେଥିବାରୁ ଚାଲିପାରୁ ନଥିଲେ। ସମାନେେ ତାହାକୁ ସବୁଦିନ ମନ୍ଦିରରୁ 'ସୁନ୍ଦର ଫାଟକ' ପାଖ ରେ ବ ସଇେ ଦେଉଥିଲେ। ସେ ମନ୍ଦିରକୁ ଯାଉଥିବା ଲୋକମାନଙ୍କଠାରୁ ପଇସା ମାଗୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା; ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ଵାରରେ ରଖିଦେଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ “ସୁନ୍ଦର” ନାମକ ଦ୍ୱାର ପାଖରେ ଜଣେ ଲୋକ ଥିଲା। ସେ ଜନ୍ମରୁ ଛୋଟା। ମନ୍ଦିରକୁ ଯାଉଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ପାଇଁ ପ୍ରତିଦିନ ସେ ଦ୍ୱାର ପାଖକୁ ବୁହା ହୋଇ ଯାଉଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଉପାସନା ମନ୍ଦିର ପରିସର ମଧ୍ୟରେ ଯାଉଥିବା ସମୟରେ ଜଣେ ଲୋକ ସେଠାରେ ଥିଲା। ସେ ଜନ୍ମରୁ ପଙ୍ଗୁ ହୋଇଥିବାରୁ ଗ୍ଭଲିପାରୁ ନ ଥିଲା। ସେମାନେ ତାହାକୁ ସବୁଦିନ ମନ୍ଦିରରୁ ‘ସୁନ୍ଦର ଫାଟକ’ ପାଖରେ ବସେଇ ଦେଉଥିଲେ। ସେ ମନ୍ଦିରକୁ ଯାଉଥିବା ଲୋକମାନଙ୍କଠାରୁ ପଇସା ମାଗୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା। ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା । ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಎಕ್ ಜಲ್ಮಿ ಸೊಟ್ಟೊ ಹೊತ್ತೊ ತೆಜ್ಯಾಕ್ಡೆ ಚಲುಕ್ ಹೊಯ್ನಶಿ, ತೆಸೆ ಹೊವ್ನ್ ತೆಚಿ ವಾಂಗ್ಡಿ ಲೊಕಾ ತೆಕಾ ಸದ್ದಿ ಉಕ್ಲುನ್ ಘೆವ್ನ್ ಜಾವ್ನ್ ಭಿಕ್ ಮಾಗುಸಾಟಿ ತೆಕಾ ಸುದಂರ್ ದ್ವಾರ್ ಮನ್ತಲ್ಯಾ ದಡ್ಪ್ಯಾಕ್ಡೆ ಬಸ್ವುನ್ ಥೈಯ್ತ್, ತೊ ಸೊಟ್ಟೊ ತ್ಯಾ ದಡ್ಪ್ಯಾಕ್ಡೆ ಬಸುನ್ ದೆವಾಚ್ಯಾ ಗುಡಿತ್ ಜಾಯ್ತ್ ಯೆತಲ್ಯಾಂಚ್ಯಾಕ್ಡೆ ಭಿಕ್ ಮಾಗುನ್ಗೆತ್ ಹೊತ್ತೊ.