Acts 3:20 — Compare Translations

7 translations compared side by side

Odia - 1840
"ଏପରି କଲେ ପ୍ରଭୁ ତୁମ୍ଭମାନଙ୍କୁ ଆତ୍ମିକ ଶାନ୍ତି ଦବେେ। ତାହାଙ୍କ ମନୋନୀତ ଖ୍ରୀଷ୍ଟ ଯୀଶୁଙ୍କୁ ମଧ୍ଯ ସେ ତୁମ୍ଭମାନଙ୍କ ପାଖକୁ ପଠାଇ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ଵନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ, ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁଙ୍କଠାରୁ ତୁମେ ଆଧ୍ୟାତ୍ମିକ ଶକ୍ତି ପାଇବ। ଈଶ୍ୱର ତୁମ୍ଭମାନଙ୍କ ପାଇଁ ପୂର୍ବରୁ ମନୋନୀତ ମସୀହ ଯୀଶୁଙ୍କୁ ପୁନର୍ବାର ପଠାଇବେ।
Odia Bible ERV 2004 (ପବିତ୍ର ବାଇବଲ)
ଏପରି କଲେ ପ୍ରଭୁ ତୁମ୍ଭମାନଙ୍କୁ ଆତ୍ମିକ ଶାନ୍ତି ଦେବେ। ତାହାଙ୍କ ମନୋନୀତ ଖ୍ରୀଷ୍ଟ ଯୀଶୁଙ୍କୁ ମଧ୍ୟ ସେ ତୁମ୍ଭମାନଙ୍କ ପାଖକୁ ପଠାଇଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍‍ ଯୀଶୁଙ୍କୁ ସେ ପ୍ରେରଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿ ತುಮ್ಕಾ ಆತ್ಮಿಕ್ ಬಳ್ ದಿತಾ, ಅಪ್ನಿ ಕ್ರಿಸ್ತ್ ಹೊವ್ನ್ ಎಚುನ್ ಘೆಟಲ್ಯಾ ಜೆಜುಕ್ ತುಮ್ಕಾ ದಿಲಾ.