Acts 3:21 — Compare Translations

7 translations compared side by side

Odia - 1840
"ପୁନର୍ବାର ସମସ୍ତ କାର୍ୟ୍ଯ ସୁସମ୍ପନ୍ନ ହବୋ ପର୍ୟ୍ଯନ୍ତ ଯୀଶୁଙ୍କୁ ସ୍ବର୍ଗ ରେ ରହିବାକୁ ପଡ଼ିବ। ଏହି ସମସ୍ତ ବିଷୟ ରେ ପରମେଶ୍ବର ବହୁତ ଆଗରୁ ଭାବବଦୀମାନଙ୍କ ମାଧ୍ଯମ ରେ କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନ କାଳରୁ ଈଶ୍ଵର ଆପଣା ପବିତ୍ର ଭାବବାଦୀ-ମାନଙ୍କ ମୁଖ ଦ୍ଵାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ଵର୍ଗରେ ଗୃହୀତ ହେବାକୁ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁରାକାଳର ଧାର୍ମିକ ଭାବବାଦୀମାନଙ୍କ ଦ୍ୱାରା ଈଶ୍ୱରଙ୍କ ଘୋଷଣାନୁସାରେ ସମସ୍ତ ବିଷୟର ନବୀକରଣ ହେବା ପର୍ଯ୍ୟନ୍ତ ସେ ସ୍ୱର୍ଗରେ ଅବସ୍ଥାନ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
“ପୁନର୍ବାର ସମସ୍ତ କାର୍ଯ୍ୟ ସୁସମ୍ପନ୍ନ ହେବା ପର୍ଯ୍ୟନ୍ତ ଯୀଶୁଙ୍କୁ ସ୍ୱର୍ଗରେ ରହିବାକୁ ପଡ଼ିବ। ଏହି ସମସ୍ତ ବିଷୟରେ ପରମେଶ୍ୱର ବହୁତ ଆଗରୁ ଭାବବଦୀମାନଙ୍କ ମାଧ୍ୟମରେ କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ବର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ।
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ୱର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಸಗ್ಳ್ಯೆಬಿ ಸಮಾ ಕರ್‍ತಲೊ ಎಳ್ ಯೆಯ್ ಪತರ್ ಜೆಜು ಸರ್‍ಗಾತುಚ್ ರ್‍ಹಾವ್ಚೊ ಮನುನ್ ದೆವಾನ್ ಅಪ್ಲ್ಯಾ ಪವಿತ್ರ್ ಪ್ರವಾದ್ಯಾಂಚ್ಯಾ ಬರ್‍ಯಾ ಖಬ್ರಿಯಾತ್ನಿ ಸಾಂಗಲ್ಲ್ಯಾನ್.