Acts 3:22 — Compare Translations

7 translations compared side by side

Odia - 1840
"ମାଶାେ କହିଛନ୍ତି, 'ପରମେଶ୍ବର ତୁମ୍ଭମାନଙ୍କ ପାଇଁ ଜଣେ ଭାବବାଦୀ ଦବେେ। ସହେି ଭାବବାଦୀ ତୁମ୍ଭମାନଙ୍କ ମଧ୍ଯରୁ ଆସିବେ। ସେ ମାେ'ପରି ହବେେ। ସେ ଯାହା କହିବେ, ତାହା ତୁମ୍ଭମାନଙ୍କୁ ମାନିବାକୁ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋଶା ତ କହିଥିଲେ, ପ୍ରଭୁ ଈଶ୍ଵର ତୁମ୍ଭମାନଙ୍କର ଭ୍ରାତୃଗଣ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କି ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହିସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ସମ୍ପର୍କରେ ମୋଶା କହିଥିଲେ, “ତୁମ ପ୍ରଭୁ ଈଶ୍ୱର ତୁମ୍ଭମାନଙ୍କ ନିକଟକୁ ମୋ’ ପରି ଜଣେ ଭାବବାଦୀଙ୍କୁ ପଠାଇବେ। ସେ ତୁମ ନିଜ ଲୋକମାନଙ୍କ ମଧ୍ୟରୁ ଜଣେ ହେବେ। ସେ ତୁମ୍ଭମାନଙ୍କୁ ଯାହା କହିବେ, ସେହି ସମସ୍ତ ବିଷୟ ତୁମ୍ଭେମାନେ ପାଳନ କରିବା ଉଚିତ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା କହିଛନ୍ତି, ‘ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ଜଣେ ଭାବବାଦୀ ଦେବେ। ସେହି ଭାବବାଦୀ ତୁମ୍ଭମାନଙ୍କ ମଧ୍ୟରୁ ଆସିବେ। ସେ ମୋ’ ପରି ହେବେ। ସେ ଯାହା କହିବେ, ତାହା ତୁମ୍ଭମାନଙ୍କୁ ମାନିବାକୁ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋଶା ତ କହିଥିଲେ, ପ୍ରଭୁ ଈଶ୍ବର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହିସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ।
Odia IRV 2017 (ଓଡିଆ ବାଇବେଲ)
ମୋଶା ତ କହିଥିଲେ, ପ୍ରଭୁ ଈଶ୍ୱର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହି ସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಮೊಯ್ಜೆನ್ “ತುಮ್ಚೊ ದೆವ್ ಹೊಲ್ಲೊ ಧನಿ ತುಮ್ಕಾ ಎಕ್ ಪ್ರವಾದಿ ದಿತಾ, ತುಮ್ಚ್ಯಾ ಲೊಕಾಂಚ್ಯಾ ಮದ್ನಾಚ್ ತೊ ಪ್ರವಾದಿ ಯೆತಾ, ಅನಿ ತೊ ಮಾಜ್ಯಾ ಸಾರ್ಕೊಚ್ ರ್‍ಹಾತಾ ತ್ಯಾ ಪ್ರವಾದ್ಯಾನ್ ಸಾಂಗ್ತಲೆ ಹರ್ ಎಕ್ ಬಿ ತುಮಿ ಮಾನುಚೆ” ಮನುನ್ ಸಾಂಗ್ಲ್ಯಾನ್.