Acts 3:23 — Compare Translations

7 translations compared side by side

Odia - 1840
"ଯେଉଁ ଲୋକ ତାହାଙ୍କ କଥାର ବାଧ୍ଯ ହବେନାହିଁ ତା'ର ମୃତ୍ଯୁ ଘଟିବ ଓ ପରମେଶ୍ବରଙ୍କ ଲୋକମାନଙ୍କ ମଧ୍ଯରୁ ସେ ବିଚ୍ଛିନ୍ନ କରିଦିଆୟିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ସେହି ଭାବବାଦୀଙ୍କ ବାକ୍ୟ ପାଳନ ନ କରେ, ତାକୁ ଈଶ୍ୱରଙ୍କ ଲୋକମାନଙ୍କଠାରୁ ପୃଥକ୍ କରି ବିନଷ୍ଟ କରାଯିବ।’’
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ତାହାଙ୍କ କଥାର ବାଧ୍ୟ ହେବ ନାହିଁ ତା’ର ମୃତ୍ୟୁ ଘଟିବ ଓ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରୁ ସେ ବିଚ୍ଛିନ୍ନ କରି ଦିଆଯିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಪ್ರವಾದಾಕ್ ಮಾನಿನಸಲ್ಲೊ ಹರ್ ಎಕ್ಲೊಬಿ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾತ್ನಾ ಎಗ್ಳೊ ಹೊವ್ನ್ ನಾಸ್ ಹೊವ್ನ್ ಜಾತಾ.