Acts 3:24 — Compare Translations

7 translations compared side by side

Odia - 1840
"ହଁ, ଶାମୁଯଲେ ଓ ତାହାଙ୍କ ପରେ ଆସିଥିବା ସମସ୍ତ ଭାବବାଦୀମାନେ ଏହି ସମୟ ବିଷୟ ରେ ଘୋଷଣା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଶାମୁୟେଲ ଓ ତାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି, ସେମାନେ ସମସ୍ତେ ମଧ୍ୟ ଏହିକାଳର ବିଷୟ ପ୍ରଚାର କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ ଯାହା ଘଟୁଅଛି, ସେହି ବିଷୟରେ ଶାମୁଏଲଙ୍କ ସମେତ ସବୁ ଭବିଷ୍ୟତ୍ବକ୍ତାମାନେ ବାର୍ତ୍ତା ପ୍ରଚାର କରି କହିଥିଲେ ଓ ତାଙ୍କର ପରବର୍ତ୍ତୀ ଭବିଷ୍ୟତ୍ବକ୍ତାମାନେ ମଧ୍ୟ ଏହି ବିଷୟ ଘୋଷଣା କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
“ହଁ, ଶାମୁୟେଲ ଓ ତାହାଙ୍କ ପରେ ଆସିଥିବା ସମସ୍ତ ଭାବବାଦୀମାନେ ଏହି ସମୟ ବିଷୟରେ ଘୋଷଣା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ଶାମୁୟେଲ ଓ ତାହାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି, ସେମାନେ ସମସ୍ତେ ମଧ୍ୟ ଏହି କାଳର ବିଷୟ ପ୍ରଚାର କରିଅଛନ୍ତି
Odia IRV 2017 (ଓଡିଆ ବାଇବେଲ)
ହଁ, ଶାମୁୟେଲ ଓ ତାହାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି, ସେମାନେ ସମସ୍ତେ ମଧ୍ୟ ଏହି କାଳର ବିଷୟ ପ୍ରଚାର କରିଅଛନ୍ତି
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾಮುಯೆಲಾಕ್ನಾ ದರುನ್ ತೆಚ್ಯಾ ಮಾನಾ ಯೆಲ್ಲ್ಯಾ ಪ್ರವಾದ್ಯಾನಿ ಅತ್ತಾಚ್ಯಾ ದಿಸಾತ್ನಿ ಕಾಯ್ ಹೊತಲೆ ಹಾಯ್ ಮನುನ್ ಸಾಂಗಲ್ಲ್ಯಾನಿ.