Acts 3:26 — Compare Translations
7 translations compared side by side
Odia - 1840
"ପରମେଶ୍ବର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ପାଇଁ ପ୍ରଥମେ ଆପଣାର ବିଶଷେ ସବେକ ଯୀଶୁଙ୍କୁ ପଠାଇଛନ୍ତି। ତୁମ୍ଭମାନେେ ଯେପରି ମନ୍ଦକାର୍ୟ୍ଯରୁ ବିମୁଖ ହୁଅ, ଏଥିପାଇଁ ସେ ଏପରି କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣା ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଈଶ୍ୱର ତାଙ୍କ ସେବକଙ୍କୁ ମନୋନୀତ କଲେ ଓ ତୁମ ପ୍ରତ୍ୟେକଙ୍କୁ କୁପଥରୁ ଫେରି ଆସିବାର ସୌଭାଗ୍ୟ ଦେବା ପାଇଁ ପ୍ରଥମେ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କଲେ।”
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ପାଇଁ ପ୍ରଥମେ ଆପଣାର ବିଶେଷ ସେବକ ଯୀଶୁଙ୍କୁ ପଠାଇଛନ୍ତି। ତୁମ୍ଭେମାନେ ଯେପରି ମନ୍ଦକାର୍ଯ୍ୟରୁ ବିମୁଖ ହୁଅ, ଏଥିପାଇଁ ସେ ଏପରି କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಮುಖ್ಯ್ ಸೆವಕ್ ಅದ್ದಿಚ್ಯಾ ಅದ್ದಿ ಮರ್ನಾಕ್ನಾ ಉಟ್ವುನ್ ತುಮ್ಕಾ ಆಶಿರ್ವಾದ್ ದಿವ್ಕ್ ಸಾಟ್ನಿ, ತುಮ್ಚ್ಯಾಕ್ಡೆ ಧಾಡುನ್ ದಿಲ್ಯಾನ್, ತೊ ತುಮ್ಚ್ಯಾ ಬುರ್ಶಾ ಕಾಮಾತ್ನಾ ದುರ್ ಕರುನ್ ತುಮ್ಕಾ ಆಶಿರ್ವಾದ್ ದಿತಾ.