Acts 3:7 — Compare Translations

7 translations compared side by side

Odia - 1840
"ଏହା କହି ପିତର ତା'ର ଡ଼ାହାଣ ହାତ ଧରି ଉେଠଇଲେ। ସଙ୍ଗେ ସଙ୍ଗେ ତା' ଗୋଡ଼ ଓ ପାଦ ଶକ୍ତ ହାଇଗେଲା। ସେ ଡ଼ଇେଁ ପଡ଼ି ଚ଼ାଲିବାକୁ ଆରମ୍ଭ କଲା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ତାʼର ଡାହାଣ ହାତ ଧରି ତାକୁ ଉଠାଇଲେ; ସେଥିରେ ତତ୍କ୍ଷଣାତ୍ ତାʼର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା କହି ସେ ତା’ର ଡାହାଣ ହାତ ଧରି ଉଠାଇଲେ। ସେହିକ୍ଷଣି ଲୋକଟିର ପାଦ ଓ ବଳାଗଣ୍ଠିସବୁ ବଳିଷ୍ଠ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଏହା କହି ପିତର ତା’ର ଡାହାଣ ହାତ ଧରି ଉଠେଇଲେ। ସଙ୍ଗେ ସଙ୍ଗେ ତା’ ଗୋଡ଼ ଓ ପାଦ ଶକ୍ତ ହୋଇଗଲା। ସେ ଡେଇଁ ପଡ଼ି ଗ୍ଭଲିବାକୁ ଆରମ୍ଭ କଲା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତାହାର ଡାହାଣ ହାତ ଧରି ତାହାକୁ ଉଠାଇଲେ; ସେଥିରେ ସେହିକ୍ଷଣି ତାହାର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତା'ର ଡାହାଣ ହାତ ଧରି ତାକୁ ଉଠାଇଲେ; ସେଥିରେ ସେହିକ୍ଷଣି ତା'ର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಪೆದ್ರುನ್ ತ್ಯಾ ಸೊಟ್ಯಾಚೊ ಉಜ್ವೊಹಾತ್ ಧರುನ್ ತೆಕಾ ಉಟುನ್ ಇಬೆ ಕರ್‍ಲ್ಯಾನ್, ತನ್ನಾ ತೆಚ್ಯಾ ಪಾಂಯಾಕ್ನಿ, ಅನಿ ಪಾಯಾಚ್ಯಾ ಗಾಟ್ಯಾಕ್ನಿ ತಾಬೊಡ್ತೊಬ್ ಬಳ್ ಯೆಲಿ.