Acts 4:1 — Compare Translations
7 translations compared side by side
Odia - 1840
"ପିତର ଓ ଯୋହନ ଲୋକମାନଙ୍କ ସହ କଥାବାର୍ତ୍ତା କରୁଥିବା ସମୟରେ କେତକେ ଲୋକ ସମାନଙ୍କେ ପାଖକୁ ଆସିଲେ। ସମାନେେ ଯାଜକ, ମନ୍ଦିରର ଜଗୁଆଳୀମାନଙ୍କ ସନୋପତି ଓ କେତକେ ସାଦ୍ଦୂକୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିରର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ଓ ଯୋହନ ଲୋକମାନଙ୍କୁ ଏହିପରି ଶିକ୍ଷା ଦେଉଥିବା ସମୟରେ ମନ୍ଦିରର କେତେକ ଯାଜକ, ମନ୍ଦିର ପ୍ରହରୀମାନଙ୍କର ସେନାପତି ଓ କେତେକ ସାଦ୍ଦୁକୀ ଆସି ପହଞ୍ଚିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀଙ୍କ ସଭା ସମ୍ମୁଖରେ ପିତର ଏବଂ ଯୋହନ ପିତର ଓ ଯୋହନ ଲୋକମାନଙ୍କ ସହ କଥାବାର୍ତ୍ତା କରୁଥିବା ସମୟରେ କେତେକ ଲୋକ ସେମାନଙ୍କ ପାଖକୁ ଆସିଲେ। ସେମାନେ ଯାଜକ, ମନ୍ଦିରର ଜଗୁଆଳୀମାନଙ୍କ ସେନାପତି ଓ କେତେକ ସାଦ୍ଦୂକୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତର ଏବଂ ଯୋହନ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರು ಅನಿ ಜುವಾಂವ್ ಲೊಕಾಂಚ್ಯಾಕ್ಡೆ ಬೊಲಿತ್ ರಾತಾನಾ ಅನಿ ಥೊಡಿ ಲೊಕಾ ತೆಚ್ಯಾ ಜಗ್ಗೊಳ್ ಯೆಲ್ಯಾನಿ ತ್ಯಾತುರ್ ಥೊಡಿಲೊಕಾ ಯಾಜಕಾ, ಅನಿ ಉಲ್ಲಿ ಲೊಕಾ ಸಾದುಸೆವಾಂಚಿ, ಅನಿ ದೆವಾಚಿ ಗುಡಿ ರಾಕ್ತಲ್ಯಾಂಚೊ ಮುಂಖಡ್ ಹೊತ್ತೊ.