Acts 4:11 — Compare Translations
7 translations compared side by side
Odia - 1840
"ଯୀଶୁ ହେଉଛନ୍ତି"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୃହନିର୍ମାଣକାରୀ ଯେ ଆପଣମାନେ, ଆପଣ-ମାନଙ୍କ ଦ୍ଵାରା ଯେଉଁ ପ୍ରସ୍ତର ଅବଜ୍ଞାତ ହୋଇଥିଲା, କିନ୍ତୁ ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ ସମ୍ପର୍କରେ ହିଁ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, ‘ଯେଉଁ ପଥରକୁ ନିର୍ମାଣକାରୀମାନେ ଅଗ୍ରାହ୍ୟ କଲେ, ତାହା ସର୍ବାପେକ୍ଷା ଶ୍ରେଷ୍ଠ ହେଲା।’
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ହେଉଛନ୍ତି ‘ସେହି ପଥର ଯାହାଙ୍କୁ ତୁମ୍ଭେ, ଅତଏବ ନିର୍ମାଣ କର୍ତ୍ତାମାନେ, ହେୟଜ୍ଞାନ କରିଥିଲ। କିନ୍ତୁ ସେହି ପଥର ଆଜି ମୂଖ୍ୟ ପଥର ହୋଇ ପାରିଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“‘ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର।’
Odia IRV 2017 (ଓଡିଆ ବାଇବେଲ)
ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಪವಿತ್ರ್ ಪುಸ್ತಕಾತ್ ಸಾಂಗಲ್ಲ್ಯಾ ಸಾರ್ಕೆ ತುಮಿ ಬಾಂದ್ತಲ್ಯಾ ಲೊಕಾನಿ ಬಾಂದುಕ್ ನಕ್ಕೊ ಮನುನ್ ಸೊಡಲ್ಲೊ ಗುಂಡೊಚ್ ಲೈ ಮಹತ್ವಾಚೊ ಗುಂಡೊ ಹೊಲೊ.