Acts 4:13 — Compare Translations
7 translations compared side by side
Odia - 1840
"ସମାନେେ ଯେତବେେଳେ ପିତର ଓ ଯୋହନଙ୍କର ଏପରି ସାହାସ ଦେଖିଲେ ଓ ଜାଣି ପାରିଲେ ଯେ ସମାନେେ ଅଶିକ୍ଷିତ ଓ ସାଧାରଣ ଲୋକ, ସମାନେେ ବହୁତ ଆଶ୍ଚର୍ୟ୍ଯ ହେଲେ। ସମାନେେ ଏହା ମଧ୍ଯ ବୁଝିପାରିଲେ ଯେ, ସମାନେେ ଯୀଶୁଙ୍କ ସାଙ୍ଗ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଚମତ୍କୃତ ହେଲେ, ପୁଣି ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ଓ ଯୋହନ ଅଶିକ୍ଷିତ ଓ ସାଧାରଣ ଲୋକ ଥିଲେ ବୋଲି ମହାସଭାର ସଦସ୍ୟମାନେ ଜାଣିଥିଲେ। ତେଣୁ ସେହି ଦୁଇ ଶିଷ୍ୟଙ୍କର ସାହସ ଦେଖି ସେମାନେ ଆଚମ୍ବିତ ହେଲେ। ପୁଣି ସେମାନେ ଜାଣିଥିଲେ ଯେ, ସେ ଦୁହେଁ ଯୀଶୁଙ୍କର ସହଚର ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯେତେବେଳେ ପିତର ଓ ଯୋହନଙ୍କର ଏପରି ସାହସ ଦେଖିଲେ ଓ ଜାଣି ପାରିଲେ ଯେ ସେମାନେ ଅଶିକ୍ଷିତ ଓ ସାଧାରଣ ଲୋକ, ସେମାନେ ବହୁତ ଆଶ୍ଚର୍ଯ୍ୟ ହେଲେ। ସେମାନେ ଏହା ମଧ୍ୟ ବୁଝି ପାରିଲେ ଯେ, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,
Odia IRV 2017 (ଓଡିଆ ବାଇବେଲ)
ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ,ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುಕ್ ಅನಿ ಜುವಾಂವಾಕ್ ಕಸ್ಲಿಬಿ ಶಿಕಾಪಾ ಗೊತ್ತ್ ನತ್ತಿ, ಖರೆ ತೆನಿ ಉಲ್ಲೆಬಿ ಭಿಂಯೆ ನಸ್ತಾನಾ ಬೊಲುನ್ಗೆತ್ ಹೊತ್ತೆ ಬಗುನ್ ಝಡ್ತಿ ಕರ್ತಲ್ಯಾ ತಾಂಡ್ಯಾಚಿ ಲೊಕಾ ಅಜಾಪ್ ಹೊಲ್ಯಾನಿ ಅನಿ ಹೆನಿ ಜೆಜುಚ್ಯಾ ವಾಂಗ್ಡಾ ಹೊತ್ತೊ ಮನುನ್ ತೆನಿ ಯಾದ್ ಕರ್ಲ್ಯಾನಿ.