Acts 4:15 — Compare Translations

7 translations compared side by side

Odia - 1840
"ସମାନଙ୍କେୁ ସଭାରୁ ଚାଲିୟିବା ପାଇଁ ଆଦେଶ ଦେଲେ। ତା'ପରେ ନେତାମାନେ କ'ଣ କରିବେ, ସେ ବିଷୟ ରେ ପରସ୍ପର ମଧିଅରେ କଥାବାର୍ତ୍ତା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ, ଏ ଲୋକଗୁଡ଼ାକ ପ୍ରତି କଅଣ କରିବା?
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେମାନେ ଶିଷ୍ୟମାନଙ୍କୁ ସଭା ମଧ୍ୟରୁ ବାହାର କରି ଦେଇ ସେମାନଙ୍କ ବିଷୟରେ ପରସ୍ପର ମଧ୍ୟରେ ଆଲୋଚନା କରିବାକୁ ଲାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ସଭାରୁ ଗ୍ଭଲିଯିବା ପାଇଁ ଆଦେଶ ଦେଲେ। ତା’ପରେ ନେତାମାନେ କ’ଣ କରିବେ, ସେ ବିଷୟରେ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କଅଣ କରିବା?
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କ'ଣ କରିବା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರು ಅನಿ ಜುವಾಂವಾಕ್ ಝಡ್ತಿ ಕರುಲಾಗಲ್ಲ್ಯಾ ಜಾಂನ್ತ್ಯಾ ವೈನಾ ಭಾಯ್ರ್ ಧಾಡ್ಲ್ಯಾನಿ, ಅನಿ ತೆನಿ ಎಕಾಮೆಕಾಕ್ ಬೊಲುನ್ ಘೆವ್ಕ್ ಲಾಲೆ.