Acts 4:16 — Compare Translations

7 translations compared side by side

Odia - 1840
"ସମାନେେ କହିଲେ, ଏ ଲୋକମାନଙ୍କ ପ୍ରତି ଆମ୍ଭେ କ'ଣ କରିବା? ୟିରୁଶାଲମର ପ୍ରେତ୍ୟକକ ଲୋକ ଜାଣିଛନ୍ତି ଯେ, ସମାନେେ ଗୋଟିଏ ଅସାଧାରଣ କାର୍ୟ୍ଯ କରିଛନ୍ତି। ଆମ୍ଭେ ଏହା ଅସ୍ବୀକାର କରିପାରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏମାନଙ୍କ ଦ୍ଵାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି, ଏହା ଯିରୂଶାଲମ ନିବାସୀସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ଵୀକାର କରି ନ ପାରୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କହିଲେ, “ଆମେ ଏମାନଙ୍କ ପ୍ରତି କ’ଣ କରିବା? ଏମାନେ କରିଥିବା ଏହି ଅଲୌକିକ କାର୍ଯ୍ୟ ବିଷୟରେ ଯିରୂଶାଲମର ସମସ୍ତେ ଜାଣିପାରିଛନ୍ତି। ଏହାର ସତ୍ୟତା ଆମେ ଆଉ ଅସ୍ୱୀକର କରିପାରିବା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “ଏ ଲୋକମାନଙ୍କ ପ୍ରତି ଆମ୍ଭେ କ’ଣ କରିବା? ଯିରୁଶାଲମର ପ୍ରତ୍ୟେକ ଲୋକ ଜାଣିଛନ୍ତି ଯେ, ସେମାନେ ଗୋଟିଏ ଅସାଧାରଣ କାର୍ଯ୍ୟ କରିଛନ୍ତି। ଆମ୍ଭେ ଏହା ଅସ୍ୱୀକାର କରି ପାରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂଶାଲମ ସହରନିବାସୀ ସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ;
Odia IRV 2017 (ଓଡିଆ ବାଇବେଲ)
କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂୂଶାଲମ ନିବାସୀସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ “ ಹ್ಯಾ ಮಾನಸ್ಸಾಕ್ನಿ ಅಮಿ ಅತ್ತಾ ಕಾಯ್ ಕರುವಾ? ಹೆನಿ ಕರಲ್ಲೆ ಮೊಟ್ಟೆ ಚಮತ್ಕಾರ್ ಜೆರುಜಲೆಮಾತ್ ಹರ್ ಎಕ್ಲ್ಯಾಕ್ಬಿ ಗೊತ್ತ್ ಹೊತ್ಯಾ ಸಾಟ್ನಿ ಹೆ ಝುಟೆ ಮನುನ್‍ಬಿ ಸಾಂಗುಕ್ ಹೊಯ್ನಾ.