Acts 4:17 — Compare Translations
7 translations compared side by side
Odia - 1840
"ଆମ୍ଭେ ସମାନଙ୍କେୁ ଯୀଶୁଙ୍କ ବିଷୟ ରେ କିଛି ନକହିବା ପାଇଁ ଭୟ ଦଖାଇବୋ। ଫଳ ରେ, ଲୋକମାନଙ୍କ ମଧିଅରେ ଏକଥା ଅଧିକ ବ୍ଯାପି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ କଥାଟା ଯେପରି ଲୋକମାନଙ୍କ ମଧ୍ୟରେ ଆହୁରି ଅଧିକ ବ୍ୟାପି ନ ଯାଏ, ଏଥିପାଇଁ ଏହି ନାମରେ କୌଣସି ଲୋକକୁ ଆଉ କିଛି ନ କହିବାକୁ ସେମାନଙ୍କୁ ଭୟ ଦେଖାଇବା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏ କଥାଟା ଯେପରି ଲୋକମାନଙ୍କ ମଧ୍ୟରେ ଅଧିକ ବ୍ୟାପି ନ ଯାଏ, ଯୀଶୁଙ୍କ ନାମରେ ଆଉ କେବେ କାହା ଆଗରେ କିଛି ନ କହିବା ପାଇଁ ଏମାନଙ୍କୁ ଆମେ ସାବଧାନ କରାଇ ଦେବା।”
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେମାନଙ୍କୁ ଯୀଶୁଙ୍କ ବିଷୟରେ କିଛି ନ କହିବା ପାଇଁ ଭୟ ଦେଖାଇବା। ଫଳରେ, ଲୋକମାନଙ୍କ ମଧ୍ୟରେ ଏ କଥା ଅଧିକ ବ୍ୟାପି ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏ କଥାଟା ଯେପରି ଲୋକମାନଙ୍କ ମଧ୍ୟରେ ଆହୁରି ଅଧିକ ବ୍ୟାପି ନ ଯାଏ, ଏଥିପାଇଁ ଏହି ନାମରେ କୌଣସି ଲୋକକୁ ଆଉ କିଛି ନ କହିବାକୁ ସେମାନଙ୍କୁ ଭୟ ଦେଖାଇବା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏ କଥାଟା ଯେପରି ଲୋକମାନଙ୍କ ମଧ୍ୟରେ ଆହୁରି ଅଧିକ ବ୍ୟାପି ନ ଯାଏ, ଏଥିପାଇଁ ଏହି ନାମରେ କୌଣସି ଲୋକକୁ ଆଉ କିଛି ନ କହିବାକୁ ସେମାନଙ୍କୁ ଭୟ ଦେଖାଇବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುಚ್ಯಾ ವಿಶಯಾತ್ ಲೊಕಾಕ್ನಿ ಸಾಂಗುನಕಾಸಿ ಮನುನ್ ಹೆಂಕಾ ಅಮಿ ಬಿಂವ್ಸುಚೆ ತನ್ನಾ ಹಿ ಸಂಗ್ತಿಯಾ ಲೊಕಾಂಚ್ಯಾ ಮದ್ದಿ ಪಗ್ಳಿನಾ”, ಮನುನ್ ಬೊಲುನ್ ಘೆಟಲ್ಲ್ಯಾನಿ.