Acts 4:18 — Compare Translations
7 translations compared side by side
Odia - 1840
"ତେଣୁ ସମାନେେ ପ୍ ରରେିତମାନଙ୍କୁ ଭିତରକୁ ଡାକିଲେ ଓ ଯୀଶୁଙ୍କ ନାମ ରେ କୌଣସି କଥା ବା ଉପଦେଶ ନ ଦବୋପାଇଁ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନଙ୍କୁ ଡାକି ଯୀଶୁଙ୍କ ନାମରେ ଆଦୌ କଥା ନ କହିବାକୁ ବା ଶିକ୍ଷା ନ ଦେବାକୁ ଦୃଢ଼ ରୂପେ ଆଜ୍ଞା ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେମାନେ ପିତର ଓ ଯୋହନଙ୍କୁ ପୁନର୍ବାର ଭିତରକୁ ଡକାଇଲେ ଏବଂ ଆଉ କେବେହେଲେ ଯୀଶୁଙ୍କ ନାମରେ କୌଣସି କଥା ନ କହିବାକୁ ଓ ଶିକ୍ଷା ନ ଦେବାକୁ ସତର୍କ କରାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ପ୍ରେରିତମାନଙ୍କୁ ଭିତରକୁ ଡାକିଲେ ଓ ଯୀଶୁଙ୍କ ନାମରେ କୌଣସି କଥା ବା ଉପଦେଶ ନ ଦେବା ପାଇଁ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନଙ୍କୁ ଡାକି ଯୀଶୁଙ୍କ ନାମରେ ଆଦୌ କଥା ନ କହିବାକୁ ବା ଶିକ୍ଷା ନ ଦେବାକୁ ଦୃଢ଼ରୂପେ ସେମାନଙ୍କୁ ଅାଜ୍ଞା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନଙ୍କୁ ଡାକି ଯୀଶୁଙ୍କ ନାମରେ ଆଦୌ କଥା ନ କହିବାକୁ ବା ଶିକ୍ଷା ନ ଦେବାକୁ ଦୃଢ଼ରୂପେ ସେମାନଙ୍କୁ ଅାଜ୍ଞା ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಲೊಕಾನಿ ಪೆದ್ರುಕ್, ಅನಿ ಜುವಾಂವಾಕ್, ಪರ್ತುನ್ ಭುತ್ತುರ್ ಬಲ್ವುಲ್ಯಾನಿ, ಅನಿ ಜೆಜುಚ್ಯಾ ನಾಂವಾನ್ ತುಮಿ ಕಾಯ್ಬಿ ಸಾಂಗುಚೆ ನ್ಹಯ್, ಅನಿ ಕಸ್ಲಿಬಿ ಶಿಕಾಪಾ ದಿವ್ಚೆ ನ್ಹಯ್ ಮನುನ್ ಹುಶ್ಯಾರ್ಕಿ ದಿಲ್ಯಾನಿ.
Recommended Reading