Acts 4:19 — Compare Translations
7 translations compared side by side
Odia - 1840
"କିନ୍ତୁ ଯୋହନ ଓ ପିତର ସମାନଙ୍କେୁ ଉତ୍ତର ଦେଲେ, ପରମେଶ୍ବରଙ୍କ ଆଜ୍ଞା ଅପେକ୍ଷା ତୁମ୍ଭମାନଙ୍କର ଆଜ୍ଞା ପାଳନ କରିବା ଆମ୍ଭର ଉଚିତ କି ନାହିଁ, ତାହା ତୁମ୍ଭମାନେେ ବିଚାର କର। ଆମ୍ଭେ ଯାହା ଦେଖିଛୁ ଓ ଯାହା ଶୁଣିଛୁ ତାହା ଲୋକମାନଙ୍କୁ ନକହି ରହିପାରିବୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ଵରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ଵରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପିତର ଓ ଯୋହନ ଉତ୍ତର ଦେଇ କହିଲେ, “ଆପଣଙ୍କର ବାଧ୍ୟ ହେବା, ଅବା ଈଶ୍ୱରଙ୍କର ବାଧ୍ୟ ହେବା - କେଉଁ ବିଷୟ ଈଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ, ତାହା ଆପଣମାନେ ବିଚାର କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୋହନ ଓ ପିତର ସେମାନଙ୍କୁ ଉତ୍ତର ଦେଲେ, “ପରମେଶ୍ୱରଙ୍କ ଆଜ୍ଞା ଅପେକ୍ଷା ତୁମ୍ଭମାନଙ୍କର ଆଜ୍ଞା ପାଳନ କରିବା ଆମ୍ଭର ଉଚିତ୍ କି ନାହିଁ, ତାହା ତୁମ୍ଭେମାନେ ବିଗ୍ଭର କର। ଆମ୍ଭେ ଯାହା ଦେଖିଛୁ ଓ ଯାହା ଶୁଣିଛୁ ତାହା ଲୋକମାନଙ୍କୁ ନ କହି ରହିପାରିବୁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆಂಕಾ ಪೆದ್ರುನ್ ಅನಿ ಜುವಾಂವಾಕ್, ಅಮಿ ತುಮ್ಕಾ ಮಾನುಚೆ ಕಿ? ನಾ ತರ್ ದೆವಾಕ್ ಮಾನುಚೆ? ಹ್ಯಾತುರ್ ಖಚ್ಚಿ ದೆವಾಚಿ ಇಚ್ಚಾ ತುಮಿಚ್ ಸಾಂಗಾ.