Acts 4:20 — Compare Translations
7 translations compared side by side
Odia - 1840
"ସମାନେେ ପ୍ ରରେିତମାନଙ୍କୁ ଦଣ୍ଡ ଦବୋପାଇଁ ବାଟ ପାଇଲେ ନାହିଁ, କାରଣ ଲୋକେ ଏ ଘଟଣା ପାଇଁ ପରମେଶ୍ବରଙ୍କର ଗୁଣଗାନ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହିସବୁ ନ କହି ରହି ନ ପାରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଆମେ ଯାହା ଦେଖିଛୁ ଓ ଶୁଣିଛୁ, ସେ ବିଷୟ ନ କହି ରହିପାରିବୁ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପ୍ରେରିତମାନଙ୍କୁ ଦଣ୍ଡ ଦେବା ପାଇଁ ବାଟ ପାଇଲେ ନାହିଁ, କାରଣ ଲୋକେ ଏ ଘଟଣା ପାଇଁ ପରମେଶ୍ୱରଙ୍କର ଗୁଣଗାନ କରୁଥିଲେ। ତେଣୁ ସେ ସେମାନଙ୍କୁ ଆଉ ଥରେ ଭୟ ଦେଖାଇଲେ ଏବଂ ସେମାନଙ୍କୁ ମୁକ୍ତକଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହିସବୁ ନ କହି ରହି ନ ପାରୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହି ସବୁ ନ କହି ରହି ନ ପାରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ತರ್ ಗಪ್ಪ್ ರಾನಾರ್ ನ್ಹಯ್ ಅಮಿ ಬಗಟಲ್ಲಿ ಅನಿ ಆಯ್ಕಲಿ ಸಂಗ್ತಿಯಾ ಲೊಕಾಕ್ನಿ ಸಾಂಗುಕುಚ್ ಹೊಯ್ನಾ ಮನುನ್ ಜವಾಬ್ ದಿಲ್ಯಾನ್.