Acts 4:21 — Compare Translations

6 translations compared side by side

Odia - 1840
"ତେଣୁ ସେ ସମାନଙ୍କେୁ ଆଉ ଥରେ ଭୟ ଦଖାଇେଲେ ଏବଂ ସମାନଙ୍କେୁ ମୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ତ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକସମସ୍ତେ ଈଶ୍ଵରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମହାସଭା ସେମାନଙ୍କୁ ଆହୁରି ଦୃଢ଼ ଧମକ ଦେଇ ମୁକ୍ତ କରିଦେଲେ। ସେମାନଙ୍କୁ ଦଣ୍ଡ ଦେବା ଅସମ୍ଭବ ବୋଲି ସେମାନେ ଜାଣିପାରିଲେ, କାରଣ ସେହି ଅସାଧାରଣ ଘଟଣା ହେତୁ ଲୋକମାନେ ସମସ୍ତେ ଈଶ୍ୱରଙ୍କର ଧନ୍ୟବାଦ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತ್ಯಾ ಜುದೆವಾಂಚ್ಯಾ ನ್ಯಾಯ್ ಕರ್‍ತಲ್ಯಾ ಮುಖಂಡಾಂಚ್ಯಾಕ್ಡೆ ಕಸ್ಲೆಬಿ ಶಿಕ್ಷಾ ದಿವ್ಕ್ ಹೊವ್ಕ್ ನಾ, ಪೆದ್ರುಕ್ ಅನಿ ಜುವಾಂವಾಕ್ ಉಶಾರ್ಕಿ ತವ್ಡೆಚ್ ದಿಲ್ಯಾನಿ ತೆಂಕಾ ಕಶ್ಯಾಕ್ ಮಟ್ಲ್ಯಾರ್ ಥೈ ಹೊಲ್ಲಿ ಸಂಗ್ತಿಯಾ ಬಗುನ್ ಲೊಕಾ ಸಗ್ಳ್ಯಿ ದೆವಾಕ್ ಹೊಗ್ಳಾಪ್ ಕರುಲಾಗಲಿ.