Acts 4:22 — Compare Translations
7 translations compared side by side
Odia - 1840
"ଏହି ଅସାଧାରଣ କାର୍ୟ୍ଯ ପରମେଶ୍ବରଙ୍କର ଗୋଟିଏ ପ୍ରମାଣ ଥିଲା। ସୁସ୍ଥ ହାଇେଥିବା ଲୋକଟିର ବୟସ ଚ଼ଳିଶ ବର୍ଷରୁ ଅଧିକ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁ ଲୋକଠାରେ ସେହି ଆରୋଗ୍ୟର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ଵ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଲୋକ ଆଶ୍ଚର୍ଯ୍ୟଭାବେ ସୁସ୍ଥତା ଲାଭ କରିଥିଲା, ତା’ର ବୟସ ଚାଳିଶ ବର୍ଷରୁ ଅଧିକ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଅସାଧାରଣ କାର୍ଯ୍ୟ ପରମେଶ୍ୱରଙ୍କର ଗୋଟିଏ ପ୍ରମାଣ ଥିଲା। ସୁସ୍ଥ ହୋଇଥିବା ଲୋକଟିର ବୟସ ଗ୍ଭଳିଶ୍ ବର୍ଷରୁ ଅଧିକ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁ ଲୋକଠାରେ ସେହି ସୁସ୍ଥତାର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ ଲୋକଠାରେ ସେହି ଆରୋଗ୍ୟର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಹೊಲ್ಲ್ಯಾ ಅಜಾಪಾಚ್ಯಾ ಕಾಮಾನಿ ಗುನ್ ಹೊಲ್ಲ್ಯಾ ಮಾನ್ಸಾಸಾಕ್ ಚಾಳಿಸ್ ವರ್ಸಾ ದಾಟಲ್ಲಿ ಹೊತ್ತಿ.