Acts 4:23 — Compare Translations
7 translations compared side by side
Odia - 1840
"ପିତର ଓ ଯୋହନ ଯିହୂଦୀ ନେତାମାନଙ୍କ ସଭା ଛାଡ଼ି ନିଜ ନିଜ ବନ୍ଧୁମାନଙ୍କୁ ପାଖକୁ ଆସିଲେ। ମୁଖ୍ଯ ଯାଜକମାନେ ଏବଂ ପ୍ରାଚୀନ ନେତାମାନେ ସମାନଙ୍କେୁ ଯାହା ସବୁ କହିଥିଲେ, ସେସବୁ କଥା ନିଜ ଦଳର ଲୋକଙ୍କୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହିସବୁ ଜଣାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ଓ ଯୋହନ ମୁକ୍ତ ହେବା ସଙ୍ଗେ ସଙ୍ଗେ ସେମାନଙ୍କ ଦଳକୁ ଫେରିଗଲେ ଏବଂ ମୁଖ୍ୟ ଯାଜକ ଓ ଧର୍ମନେତାମାନେ ଯାହା କହିଥିଲେ, ତାହା ସେମାନଙ୍କୁ ଜଣାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିତର ଓ ଯୋହନ ବିଶ୍ୱାସୀମାନଙ୍କ ପାଖକୁ ଫେରି ଆସିଲେ ପିତର ଓ ଯୋହନ ଯିହୂଦୀ ନେତାମାନଙ୍କ ସଭା ଛାଡ଼ି ନିଜ ନିଜ ବନ୍ଧୁମାନଙ୍କ ପାଖକୁ ଆସିଲେ। ମୁଖ୍ୟ ଯାଜକମାନେ ଏବଂ ପ୍ରାଚୀନ ନେତାମାନେ ସେମାନଙ୍କୁ ଯାହାସବୁ କହିଥିଲେ, ସେସବୁ କଥା ନିଜ ଦଳର ଲୋକଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହିସବୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହି ସବୁ ଜଣାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರು ಅನಿ ಜುವಾಂವ್ ಥೈತ್ನಾ ಸುಟ್ಕಾ ಹೊಲ್ಯಾ ತನ್ನಾ ಪರ್ತುನ್ ಅಪ್ಲ್ಯಾ ತಾಂಡ್ಯಾಕ್ ಗೆಲೆ, ಅನಿ ಮುಖ್ಯಯಾಜಕಾನ್ ಅನಿ ಜುದೆವಾಂಚ್ಯಾ ಮುಖಂಡಾನಿ ತೆಂಕಾ ಸಾಂಗಲ್ಲೆ ಹರ್ ಎಕ್ಬಿ ಅಪ್ಲ್ಯಾ ತಾಂಡ್ಯಾಚ್ಯಾ ಲೊಕಾಕ್ನಿ ಸಾಂಗ್ಲ್ಯಾನಿ.
Recommended Reading