Acts 4:24 — Compare Translations

7 translations compared side by side

Odia - 1840
"ଯେତବେେଳେ ବିଶ୍ବାସୀମାନେ ସମସ୍ତେ ଏହା ଶୁଣିଲେ, ସମାନେେ ଏକ ମନ ରେ ମିଳିତ ଭାବେ ପ୍ରାର୍ଥନା କଲେ, ହେ ପ୍ରଭୁ, ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଓ ସେଥି ରେ ଥିବା ସବୁ କିଛି ସୃଷ୍ଟି କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ଵରଙ୍କ ନିକଟରେ ଉଚ୍ଚସ୍ଵରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ, ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଶ୍ୱାସୀମାନେ ସବୁକଥା ଶୁଣିବା ପରେ ସମସ୍ତେ ଏକତ୍ରିତ ହୋଇ ଈଶ୍ୱରଙ୍କ ନିକଟରେ ଏହି ପ୍ରାର୍ଥନା କଲେ, “ହେ ପ୍ରଭୁ! ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟର ସୃଷ୍ଟିକର୍ତ୍ତା!
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ବିଶ୍ୱାସୀମାନେ ସମସ୍ତେ ଏହା ଶୁଣିଲେ, ସେମାନେ ଏକ ମନରେ ମିଳିତ ଭାବେ ପ୍ରାର୍ଥନା କଲେ, “ହେ ପ୍ରଭୁ, ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଓ ସେଥିରେ ଥିବା ସବୁକିଛି ସୃଷ୍ଟି କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ବରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ୱରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಆಯ್ಕಲ್ಲಿ ದೆವಾಚಿ ಲೊಕಾ ದೆವಾಕ್ ಮಾಗ್ನಿ ಕರುಸಾಟಿ ಎಕಾಕ್ಡೆ ಗೊಳಾ ಹೊಲಿ ಅನಿ ತೆನಿ ಎಕುಚ್ ಮನಾನ್, ಮೊಟ್ಯಾ ಧನಿಯಾ, ಸರ್‍ಗ್ ಅನಿ ಜಿಮಿನ್ ಸಮುಂದರ್ ಅನಿ ಜಗಾತ್ಲೆ ಹರ್ ಎಕ್‍ಬಿ ರಚಲೈ