Acts 4:25 — Compare Translations
7 translations compared side by side
Odia - 1840
"ଆମ୍ଭମାନଙ୍କର ପୂର୍ବପୁରୁଷ ଦାଉଦ ତୁମ୍ଭର ସବେକ ଥିଲେ। ସେ ପବିତ୍ର ଆତ୍ମାଙ୍କ ଦ୍ବାରା ଚ଼ାଳିତ ହାଇେ ଏହି କଥା ଲେଖିଛନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ଵାରା ଏହି କଥା କହିଅଛ, ବିଜାତିମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ?
Odia BSI (ପବିତ୍ର ବାଇବଲ (CL) NT (BSI))
ପବିତ୍ରଆତ୍ମାଙ୍କ ଦ୍ୱାରା ତୁମେ ଆମ ପୂର୍ବପୁରୁଷ ଓ ତୁମ ଦାସ ଦାଉଦଙ୍କ ମୁଖ ଦେଇ ଏହି କଥା ଶୁଣାଇଥିଲ; ‘ଅଣଯିହୁଦୀମାନେ କାହିଁକି ଉତ୍ତ୍ୟକ୍ତ ହେଲେ; ଲୋକମାନେ କାହିଁକି ବୃଥା ଚକ୍ରାନ୍ତ କଲେ?
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କର ପୂର୍ବପୁରୁଷ ଦାଉଦ ତୁମ୍ଭର ସେବକ ଥିଲେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ଗ୍ଭଳିତ ହୋଇ ଏହି କଥା ଲେଖିଛନ୍ତି, ‘ଏହି ଜାତିର ଲୋକେ କାହିଁକି କଳି କରୁଛନ୍ତି? ଏ ଜଗତରେ ଲୋକେ କାହିଁକି ପରମେଶ୍ୱରଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରୁଛନ୍ତି? ଏହା ସବୁ ନିରର୍ଥକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ୱାରା ଏହି କଥା କହିଅଛ, “‘ଅଣଯିହୁଦୀମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ୱାରା ଏହି କଥା କହିଅଛ, ଅଣଯିହୂଦୀମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚೊ ಪುರ್ವಜ್ ಮಾನುಸ್, ದಾವಿದ್ ತುಜೊ ಸೆವಕ್ ಹೊಲ್ಲೊ ತೆನಿ ಪವಿತ್ರ್ ಆತ್ಮ್ಯಾಚಿ ಮಜ್ಜತ್ ಘೆವ್ನ್ ಹೆ ಗೊಸ್ಟಿಯಾ ಲಿವ್ಲ್ಯಾನ್: ಲೊಕಾ ಸಗ್ಳಿ ಕಶ್ಯಾಕ್ ರಾಗ್ ಹೊತ್ಯಾತ್? ಅನಿ ಫಾಯ್ದ್ಯಾಕ್ ಪಡಿನಸಲಿ ಯವ್ಜನ್ ಕಶ್ಯಾಕ್ ಕರ್ತಾತ್?