Acts 4:26 — Compare Translations
7 translations compared side by side
Odia - 1840
"ପୃଥିବୀର ରାଜାମାନେ ୟୁଦ୍ଧ ପାଇଁ ପ୍ରସ୍ତୁତି ଚ଼ଳାଇଲେ ଓ ଶାସକମାନେ ପ୍ରଭୁ ଓ ଖ୍ରୀଷ୍ଟଙ୍କ ବିରୁଦ୍ଧ ରେ ଠିଆ ହେଲେ।' ଗୀତସଂହିତା 2:1-2"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତଙ୍କ ବିରୁଦ୍ଧରେ, ପୃଥିବୀର ରାଜାମାନେ ଠିଆ ହେଲେ, ପୁଣି ଶାସନକର୍ତ୍ତା-ମାନେ ଏକତ୍ର ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ମସୀହଙ୍କ ବିରୁଦ୍ଧରେ ପୃଥିବୀର ରାଜାମାନେ ନିଜକୁ ପ୍ରସ୍ତୁତ କଲେ ଓ ଶାସକଗଣ ଏକତ୍ରିତ ହେଲେ,
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀର ରାଜାମାନେ ଯୁଦ୍ଧ ପାଇଁ ପ୍ରସ୍ତୁତି ଚଳାଇଲେ ଓ ଶାସକମାନେ ପ୍ରଭୁ ଓ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ଠିଆ ହେଲେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତଙ୍କ ବିରୁଦ୍ଧରେ, ପୃଥିବୀର ରାଜାମାନେ ଠିଆ ହେଲେ, ପୁଣି, ଶାସନକର୍ତ୍ତାମାନେ ଏକତ୍ର ହେଲେ।’
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତଙ୍କ ବିରୁଦ୍ଧରେ, ପୃଥିବୀର ରାଜାମାନେ ଠିଆ ହେଲେ, ପୁଣି, ଶାସନକର୍ତ୍ତାମାନେ ଏକତ୍ର ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಜಗಾತ್ಲೆ ರಾಜಾ ಸಗ್ಳ್ಯೆ ಝಗ್ಡೊ ಕರುಕ್ ತಯಾರ್ ಹೊವ್ನ್ ಹಾತ್; ಧನಿಯಾಕ್ ಅನಿ ಕ್ರಿಸ್ತಾಕ್ ವಿರೊಧ್ ಹೊವ್ನ್ ಮುಂಖಡಾ ಸಗ್ಳ್ಯಿ ಗೊಳಾ ಹೊವ್ನ್ ಯೆಲಾತ್ ಮನುನ್ ಸಾಂಗುಕ್ ಲಾವ್ಲೈ ನ್ಹಯ್?