Acts 4:27 — Compare Translations
7 translations compared side by side
Odia - 1840
"ଯେତବେେଳେ ହରେୋଦ, ପନ୍ତିୟ ପୀଲାତ, ଇଶ୍ରାୟେଲ ଅନ୍ୟ ଦେଶୀୟମାନେ ମିଳିତ ହାଇେ ଏହି ସହର ରେ ଜମା ହାଇେ ତୁମ୍ଭର ପବିତ୍ର ସବେକ ଯୀଶୁଙ୍କ ବିରୁଦ୍ଧ ରେ ଠିଆ ହେଲେ ସେତବେେଳେ ଏହା ପ୍ରକୃତ ରେ ସଫଳ ହେଲା। ସହେି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତୀୟ ପୀଲାତ ଉଭୟ ବିଜାତି ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଏହି ନଗରୀରେ ହେରୋଦ ଓ ପନ୍ତୀୟ ପୀଲାତ ଅଣଇହୁଦୀ ଓ ଇଶ୍ରାୟେଲ ଲୋକମାନଙ୍କ ସହିତ ମିଶି ତୁମ ଦ୍ୱାରା ନିଯୁକ୍ତ ମସୀହ, ତୁମ ପବିତ୍ର ଦାସଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ହେରୋଦ, ପନ୍ତିୟ ପୀଲାତ, ଇସ୍ରାଏଲ ଅନ୍ୟ ଦେଶୀୟମାନେ ମିଳିତ ହୋଇ ଏହି ସହରରେ ଜମା ହୋଇ ତୁମ୍ଭର ପବିତ୍ର ସେବକ ଯୀଶୁଙ୍କ ବିରୁଦ୍ଧରେ ଠିଆ ହେଲେ ସେତେବେଳେ ଏହା ପ୍ରକୃତରେ ସଫଳ ହେଲା। ସେହି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୁଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୂଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆಚ್ ಬಿ ಹೆರೊದ್ ಅನಿ ಪೊಂತಿಯಸ್ ಪಿಲಾತ್ ಸಗ್ಳ್ಯಾ ಜುದೆವಾಂಚ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ಅನಿ ಇಸ್ರಾಯೆಲ್ ಲೊಕಾಂಚ್ಯಾ ವಾಗ್ಡಾ ಕ್ರಿಸ್ತ್ ತುಜೊ ಪವಿತ್ರ್ ಸೆವಕಾಕ್ ವಿರೊದ್ ಹೊವ್ನ್ ಶಾರಾತ್ ಗೊಳಾ ಹೊಲೆ.