Acts 4:28 — Compare Translations
7 translations compared side by side
Odia - 1840
"ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧ ରେ ଏକତ୍ର ମନ୍ତ୍ରଣା କଲେ ସମାନେେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ହସ୍ତ ଓ ତୁମ୍ଭର ସଂକଳ୍ପ ଦ୍ଵାରା ଯେସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ଶକ୍ତି ଓ ଇଚ୍ଛାନୁଯାୟୀ ଯାହାସବୁ ଘଟାଇବା ନିମନ୍ତେ ତୁମେ ସ୍ଥିର କରିଥିଲ, ସେମାନେ ଏକତ୍ର ହୋଇ ସେ ସମସ୍ତ କରିବା ପାଇଁ ଲାଗି ପଡ଼ିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲେ ସେମାନେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಕ್ ವಿರೊದ್ ಹೊವ್ನ್ ಗೊಳಾ ಹೊವ್ನ್ ಯೆಲ್ಲ್ಯಾ ಲೊಕಾನಿ ತೆಚಿ ಎವ್ಜುನ್ ಫುರಾ ಹೊಯ್ ಸಾರ್ಕೆ ಕರ್ಲ್ಯಾನಿ ತುಜ್ಯಾ ಬಳಾನ್ ಅನಿ ತುಜ್ಯಾ ಚಿತ್ತಾನ್ ಹೆ ಸಗ್ಳ್ಯೆ ಹೊಲೆ.