Acts 4:29 — Compare Translations

7 translations compared side by side

Odia - 1840
"ହେ ପ୍ରଭୁ, ବର୍ତ୍ତମାନ ସମାନେେ କ'ଣ କହୁଅଛନ୍ତି, ତାହା ଶୁଣ। ସମାନେେ ଆମ୍ଭମାନଙ୍କୁ ଭୟ ଦଖାେଉଛନ୍ତି। ପ୍ରଭୁ, ଆମ୍ଭମାନେେ ତୁମ୍ଭର ସବେକ ଅଟୁ, ତେଣୁ ତୁମ୍ଭେ ଯାହା ଚାହଁ, ତାହା ନିର୍ଭୟ ରେ କହିବା ପାଇଁ ଆମ୍ଭକୁ ସାହାୟ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ, ବର୍ତ୍ତମାନ ସେମାନେ ଆମକୁ ଯେଉଁ ଧମକ ଦେଇଛନ୍ତି, ତୁମେ ସେ’ ବିଷୟରେ ମନୋଯୋଗ କର ଓ ନିର୍ଭୀକଭାବେ ତୁମର ବାର୍ତ୍ତା ପ୍ରଚାର କରିବା ପାଇଁ, ତୁମର ଏହି ଦାସମାନଙ୍କୁ ସମର୍ଥ କର।
Odia Bible ERV 2004 (ପବିତ୍ର ବାଇବଲ)
ହେ ପ୍ରଭୁ, ବର୍ତ୍ତମାନ ସେମାନେ କ’ଣ କହୁଅଛନ୍ତି, ତାହା ଶୁଣ। ସେମାନେ ଆମ୍ଭମାନଙ୍କୁ ଭୟ ଦେଖାଉଛନ୍ତି। ପ୍ରଭୁ, ଆମ୍ଭେମାନେ ତୁମ୍ଭର ସେବକ ଅଟୁ, ତେଣୁ ତୁମ୍ଭେ ଯାହା ଗ୍ଭହଁ, ତାହା ନିର୍ଭୟରେ କହିବା ପାଇଁ ଆମ୍ଭକୁ ସାହାଯ୍ୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,
Odia IRV 2017 (ଓଡିଆ ବାଇବେଲ)
ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾ ಅತ್ತಾ ತೆನಿ ಸಾಂಗುಲಾಗಲೆ ಆಯ್ಕ್ ತೆನಿ ಅಮ್ಕಾ ಭಿಂವ್‍ಸುಕ್ ಬಗುಲಾಲಾತ್! ಧನಿಯಾ ಅಮಿ ತುಜಿ ಸೆವಕಾ ತುಜಿ ಗೊಸ್ಟಿಯಾ ಭಿಂಯೆ ನಸ್ತಾನಾ ಸಾಂಗುಕ್ ಅಮ್ಕಾ ಮಜತ್ ಕರ್.