Acts 4:3 — Compare Translations

7 translations compared side by side

Odia - 1840
"ତେଣୁ ସମାନେେ କାରାଗାର ରେ ବନ୍ଦୀ କରି ଦେଲେ। ସନ୍ଧ୍ଯା ହାଇଯୋଇ ଥିବାରୁ ସମାନଙ୍କେୁ ପରଦିନ ପର୍ୟ୍ଯନ୍ତ ବନ୍ଦୀ କରି ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ସେମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେମାନେ ଉକ୍ତ ଦୁଇଜଣ ପ୍ରେରିତ ଶିଷ୍ୟଙ୍କୁ ଗିରଫ କଲେ ଓ ସେଦିନ ବହୁ ବିଳମ୍ବ ସେମାନଙ୍କୁ ବନ୍ଦୀଶାଳାରେ ରଖିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ କାରାଗାରରେ ବନ୍ଦୀ କରିଦେଲେ। ସନ୍ଧ୍ୟା ହୋଇଯାଇ ଥିବାରୁ ସେମାନଙ୍କୁ ପରଦିନ ପର୍ଯ୍ୟନ୍ତ ବନ୍ଦୀ କରି ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଶିଷ୍ୟମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଶିଷ୍ୟମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಪೆದ್ರುಕ್ ಅನಿ ಜುವಾಂವಾಕ್ ಜುದೆವಾಂಚ್ಯಾ ಮುಖಂಡಾನಿ ದುಸ್ರ್ಯಾಂದಿಸಿ ಪತರ್ ಬಿ ಬಂಧಿಖಾನ್ಯಾತ್ ಥವಲ್ಲ್ಯಾನಿ ಕಶ್ಯಾಕ್ ಮಟ್ಲ್ಯಾರ್ ತ್ಯಾ ದಿಸಾ ಕಾಳೊಕ್ ಹೊವ್ನ್ ಗೆಲ್ಲೊ.