Acts 4:31 — Compare Translations

7 translations compared side by side

Odia - 1840
"ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘ ରେ, ସମସ୍ତେ ଏକାଠି ହାଇେଥିଲେ, ସହେି ଘର କମ୍ପି ଉଠିଲା। ସମାନେେ ସମସ୍ତେ ପବିତ୍ର ଆତ୍ମା ରେ ପୂର୍ଣ୍ଣ ହାଇଗେଲେ ଓ ପରମେଶ୍ବରଙ୍କର ବାର୍ତ୍ତା ସାହସର ସହିତ କରିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପିଉଠିଲା, ପୁଣି ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୋଇ, ସାହସରେ ଈଶ୍ଵରଙ୍କ ବାକ୍ୟ କହିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପ୍ରାର୍ଥନା ଶେଷ କରିବା ପରେ ଯେଉଁ ସ୍ଥାନରେ ଏକତ୍ରିତ ହୋଇଥିଲେ, ତାହା କମ୍ପି ଉଠିଲା। ସେମାନେ ସମସ୍ତେ ପବିତ୍ରଆତ୍ମାରେ ପୂର୍ଣ୍ଣ ହେଲେ ଓ ନିର୍ଭୀକଭାବେ ଈଶ୍ୱରଙ୍କର ବାର୍ତ୍ତା ପ୍ରଚାର କରିବାକୁ ଲାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘରେ, ସମସ୍ତେ ଏକାଠି ହୋଇଥିଲେ, ସେହି ଘର କମ୍ପି ଉଠିଲା। ସେମାନେ ସମସ୍ତେ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇଗଲେ ଓ ପରମେଶ୍ୱରଙ୍କର ବାର୍ତ୍ତା ସାହସର ସହିତ କହିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ୱରଙ୍କ ବାକ୍ୟ କହିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ದೆವಾಚಿ ಲೊಕಾ ಮಾಗ್ನಿ ಕರಿತ್ ರಾತಾನಾ ತೆಂಚೊ ತಾಂಡ್ಯಾ ಗೊಳಾ ಹೊಲ್ಲೊ ಜಾಗೊ ಥರ್ ಥರ್ಲ್ಲೊ ತೆನಿ ಸಗ್ಳ್ಯೆ ಪವಿತ್ರ್ ಆತ್ಮ್ಯಾನ್ ಭರುನ್ ದೆವಾಚಿ ಗೊಸ್ಟಿಯಾ ಭಿಂಯ್ ನಸ್ತಾನಾ ಸಾಂಗುಲಾಲೆ.