Acts 4:32 — Compare Translations
7 translations compared side by side
Odia - 1840
"ବିଶ୍ବାସୀମାନଙ୍କର ଏକ ମନ, ଏକ ଆତ୍ମା ଥିଲା। ସମାନଙ୍କେ ମଧ୍ଯରୁ କହେି କୌଣସି ଜିନିଷକୁ ନିଜର ବୋଲି କହୁ ନଥିଲେ। ସମାନଙ୍କେ ପାଖ ରେ ଯାହା ଥିଲା, ସେଥି ରେ ସମସ୍ତେ ଭାଗୀଦାର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ଵାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଶ୍ୱାସୀଦଳ ଏକ ପ୍ରାଣ ଓ ଏକ ଚିତ୍ତ ହେଲେ। କେହି ନିଜର ସମ୍ପତ୍ତିକୁ ନିଜସ୍ୱ ବୋଲି ଦାବୀ କରୁ ନ ଥିଲେ, ବରଂ ସମସ୍ତଙ୍କର ସମ୍ପତ୍ତିକୁ ସେମାନେ ସମଭାବରେ ଭୋଗ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱାସୀମାନଙ୍କର ପରସ୍ପର ସହଭାଗିତା ବିଶ୍ୱାସୀମାନଙ୍କର ଏକ ମନ, ଏକ ଆତ୍ମା ଥିଲା। ସେମାନଙ୍କ ମଧ୍ୟରୁ କେହି କୌଣସି ଜିନିଷକୁ ନିଜର ବୋଲି କହୁ ନ ଥିଲେ। ସେମାନଙ୍କ ପାଖରେ ଯାହା ଥିଲା, ସେଥିରେ ସମସ୍ତେ ଭାଗୀଦାର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱାସକାରୀ ଲୋକସମୂୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಲೊಕಾಂಚೊ ಮನ್ ಅನಿ ಜಿಂವ್ ಎಕುಚ್ ಹೊತ್ತಿ ತೆಂಚ್ಯಾ ಮದ್ದಿ ಕೊನ್ ಎಕ್ಲೊಬಿ ಅಪ್ನಾಕ್ಡೆ ಹೊತ್ತೆ ಅಪ್ನಾಚೆಚ್ ಮನುನ್ ಸಾಂಗಿನಸಿತ್ ತೆಚ್ಯಾ ಬದ್ಲಾಕ್ ತೆನಿ ಹರ್ ಎಕ್ ಸಾಮಾನಾ ಎಕಾಮೆಕಾಕ್ ವಾಟುನ್ ಘೆಯ್ತ್.