Acts 4:33 — Compare Translations

7 translations compared side by side

Odia - 1840
"ପ୍ରଭୁ ଯୀଶୁ ଯେ ପ୍ରକୃତ ରେ ମୃତମାନଙ୍କ ମଧ୍ଯରୁ ଉଠିଛଅନ୍ତି, ଏହା ପ୍ ରରେିତମାନେ ମହାଶକ୍ତିର ସହିତ ସାକ୍ଷ୍ଯ ଦେଲେ। ପରମେଶ୍ବହର ସମସ୍ତ ବିଶ୍ବାସୀଙ୍କୁ ବହୁତ ଆଶୀର୍ବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ମହାଶକ୍ତିରେ ପ୍ରେରିତ ଶିଷ୍ୟମାନେ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ ଏବଂ ଈଶ୍ୱର ସେମାନଙ୍କ ଉପରେ ପ୍ରଚୁର ଆଶୀର୍ବାଦ ଢାଳି ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ଯୀଶୁ ଯେ ପ୍ରକୃତରେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ଏହା ପ୍ରେରିତମାନେ ମହାଶକ୍ତିର ସହିତ ସାକ୍ଷ୍ୟ ଦେଲେ। ପରମେଶ୍ୱର ସମସ୍ତ ବିଶ୍ୱାସୀଙ୍କୁ ବହୁତ ଆଶୀର୍ବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾ ಜೆಜು ಮರಲ್ಲ್ಯಾ ಕನ್ನಾ ಝಿತ್ತೊ ಹೊಲ್ಲೊ ಖರೆಚ್ ಮನ್ತಲೆ ಅಪೊಸ್ತಲಾನಿ ಲೊಕಾಕ್ನಿ ಸಾಂಗಿತ್ ದೆವಾನ್ ಅಪ್ಲ್ಯಾ ಲೊಕಾಕ್ನಿ ಮೊಟೊ ಆಶಿರ್ವಾದ್ ದಿಲ್ಯಾನ್.