Acts 4:35 — Compare Translations

7 translations compared side by side

Odia - 1840
"ସମାନେେ ସହେି ଧନ ପ୍ ରରେିତମାନଙ୍କ ପାଦତଳେ ରଖି ଦେଉଥିଲେ। ପ୍ରେତ୍ୟକକଙ୍କ ନିଜ ଆବଶ୍ଯକତା ଅନୁସାରେ ଟଙ୍କା ବଣ୍ଟାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପ୍ରତ୍ୟେକ ଜଣକୁ ତାʼର ଅଭାବ ଅନୁସାରେ ବିତରଣ କରାଯାଉଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସବୁ ବିକ୍ରୟ କରି ଅର୍ଥ ଆଣି ସେମାନେ ପ୍ରେରିତ ଶିଷ୍ୟମାନଙ୍କୁ ଦେଉଥିଲେ ଓ ସେହି ଅର୍ଥ ସେମାନଙ୍କ ମଧ୍ୟରେ ପ୍ରତ୍ୟେକର ଆବଶ୍ୟକତା ଅନୁଯାୟୀ ବଣ୍ଟନ କରାଯାଉଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସେହି ଧନ ପ୍ରେରିତମାନଙ୍କ ପାଦତଳେ ରଖି ଦେଉଥିଲେ। ପ୍ରତ୍ୟେକଙ୍କ ନିଜ ଆବଶ୍ୟକତା ଅନୁସାରେ ଟଙ୍କା ବଣ୍ଟାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରତ୍ୟେକ ଜଣକୁ ତାହାର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରତ୍ୟେକ ଜଣକୁ ତା'ର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಯೆಲ್ಲೆ ಪೈಸೆ ಅಪೊಸ್ತಲಾಕ್ನಿ ದಿಯ್ತ್ ತೆ ಪೈಸೆ ಅಪ್ಲ್ಯಾ ಗರಜೆಕ್ ಪಾಜೆ ಹೊಲ್ಲೆ ಸಾರ್ಕೆ ವಾಟುನ್ ದಿಯ್ತ್.